ଗଛ ପଡ଼ି ଜାତୀୟ ରାଜପଥ ଅବରୋଧ:ଯାତାୟତ ଠପ୍‌

ରା. ଉଦୟଗିରି,୧୦।୬(ମନ୍ମଥ ମିଶ୍ର): ଗଜପତି ଜିଲା ଆର ଉଦୟଗିରି ବ୍ଲକରେ ଘଡଘଡି ସହ ବର୍ଷା ପବନ ଲାଗି ରହିଛି। ଯାହା ଫଳରେ ରାମଗିରି ଥାନା ଅନ୍ତର୍ଗତ ଫୁକା ଗାଁଠାରେ ସକାଳ ସମୟରେ ଏକ ବିଶାଳ ଶାଳ ଗଛ ଜାତୀୟ ରାଜପଥରେ ପଡିଯାଇଥିଲା l ଯାହାଫଳରେ ପାରଳାଖେମୁଣ୍ଡିଠାରୁ ବ୍ରହ୍ମପୁର ଓ ମୋହନାକୁ ସଂଯୋଗ କରୁଥିବା ୩୨୬ ଏ ଜାତୀୟ ରାଜପଥ ଦୀର୍ଘ ସମୟ ଧରି ସମ୍ପୂର୍ଣ ଭାବେ ଅବରୋଧ ହୋଇ ରହିଥିଲା l ଦୀର୍ଘ ସମୟ ପରେ ଆର-ଉଦୟଗିରି ଅଗ୍ନିଶମ ବାହିନୀର କର୍ମଚାରୀମାନେ କଟର ମେସିନ ମାଧ୍ୟମରେ ବିରାଟ ଗଛକୁ କାଟି ଜାତୀୟ ରାଜପଥରୁ ହଟାଇଥିଲେ। ଯାତାୟତ ସ୍ବାଭାବିକ ହୋଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri