Posted inଜାତୀୟ

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧,୩୨,୩୬୪ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୧୩ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨,୮୫,୭୪,୩୫୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧୬, ୩୫,୯୯୩ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୩ଲକ୍ଷ ୪୩ହଜାର ୧୫୨ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨,୪୦,୭୦୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି କଟିଲା ଅର୍ଣ୍ଣବଙ୍କ ଗୋଟିଏ ରାତି

ମୁମ୍ବାଇ,୫ ।୧୧: ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ ଯେ କି ଏକ ଇଣ୍ଟରିୟର ଡିଜାଇନର ଆତ୍ମହତ୍ୟା ମାମଲାରେ ବୁଧବାର ଗିରଫ ହୋଇଥିଲେ ସେ ରାତିରେ...

ବିଧାନ ପରିଷଦର ୩ ଆସନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ବେଙ୍ଗାଲୁରୁ, ୭।୬: କର୍ନାଟକ ବିଧାନ ପରିଷଦର ୩ଟି ଆସନ ପାଇଁ ନିର୍ବାଚନ ଆୟୋଗ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି। ଏହି ଆସନଗୁଡିକ ପାଇଁ ଜୁନ ୩୦ରେ...

ବିହାରରେ ୧୨ ରାଲି କରିବେ ମୋଦି

ପାଟନା,୧୬ ।୧୦: ବିହାର ବିଧାନସଭା ପାଇଁ ତାରିଖ ଘୋଷଣା ଚାଲିଥିବା ବେଳେ ଏବେ ସବୁ ରାଜନୈତିକ ଦଳ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ରହିଛନ୍ତି । ତେବେ...

ଦିଗ୍‌ବିଜୟଙ୍କ ପିଟିଶନ ଖାରଜ

ବେଙ୍ଗାଲୁରୁ,୧୯ା୩: ବେଙ୍ଗାଲୁରୁରେ ଥିବା ମଧ୍ୟପ୍ରଦେଶର ବିଦ୍ରୋହୀ କଂଗ୍ରେସ ବିଧାୟକମାନଙ୍କୁ ଭେଟିବା ଲାଗି ଅନୁମତି ଦେବାକୁ ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ଆବେଦନକୁ କର୍ନାଟକ ହାଇକୋର୍ଟ ଖାରଜ...

କାରଗିଲ ବିଜୟ ଦିବସ: ଯୁଦ୍ଧରେ ଭାରତକୁ ମିଳି ନ ଥିଲା ବିଶ୍ୱର ସହାୟତା

ଜମ୍ମୁ,୨୪ ।୭: କାରଗିଲ ବିଜୟ ଦିବସ ଅବସରରେ ଦେଶର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଜମ୍ମୁରେ କାରଗିଲ ଯୁଦ୍ଧରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ଏହି ଅବସରରେ...

ମୃତ ଶିଶୁକୁ ପୋତିବାକୁ ଯାଉଥିବା ବେଳେ ଉଦ୍ଧାର ହେଲା ଜୀବନ୍ତ ଶିଶୁ

ବରେଲି,୧୪।୧୦: କଥାରେ ଅଛି ଯାହାକୁ ରଖିବେ ଅନନ୍ତ କି କରିପାରିବ ବଳବନ୍ତ। ଏହି ଲୋକ କଥାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ବରେଲି ଜିଲାରେ।...

ଭାଜପାରେ ଯୋଗଦେଲେ ମିଥୁନ

କୋଲକାତା,୭।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଭାଜପା ରାଜ୍ୟରୁ ଶାସକ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହଟାଇବା...

ଜୋରଜବରଦସ୍ତ ଟିକା ଦିଆଯାଉ ନାହିଁ

ନୂଆଦିଲ୍ଲୀ,୧୭।୧: କୌଣସି ବ୍ୟକ୍ତିଙ୍କ ବିନା ସହମତିରେ ତାଙ୍କୁ କୋଭିଡ୍‌ ଟିକା ଦିଆଯାଇପାରିବ ନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା କୋଭିଡ୍‌-୧୯ ଟିକା ଗାଇଡ୍‌ଲାଇନରେ ବାଧ୍ୟତାମୂଳକ...

Advertisement
Archives

Model This Week