ଖସୁଛି ସଂକ୍ରମଣ: ଆଜି ୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ରବିବାର ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୮୭ ହଜାର ୪୬୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗୀର ଜିଲାରୁ ସର୍ବାଧିକ ୯ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୪, ଭଦ୍ରକରୁ ୯, କଟକରୁ ୧, ଗଜପତିରୁ ୭, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୩, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୬ ସମ୍ବଲପୁରରୁ ୩ ଏବଂ ସୁନ୍ଦରଗଡ଼ରୁ ୮ ଏବଂ ଷ୍ଟେଟ୍‌ ପୁଲରୁ ୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ମୂକ ବ୍ୟକ୍ତିଙ୍କୁ ଛୁରାମାଡ଼: ଅଭିଯୁକ୍ତ ପୁଅ ଗିରଫ, ମା’ ଫେରାର

କଟକ ଅଫିସ,୨୮ା୧୨: ମାଲଗୋଦାମ ଥାନା ଅନ୍ତର୍ଗତ ସମାଧିପାଟଣମ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମୂକ ବ୍ୟକ୍ତିଙ୍କୁ...

୨୧ରୁ ରମାଦେବୀରେ ଅନ୍ତର୍ଜାତୀୟ ସମ୍ମିଳନୀ: ଯୋଗଦେବେ ୯ ଦେଶରୁ ୨ଶହ ବିଶେଷଜ୍ଞ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ) – ଓଡ଼ିଶାର ବିକାଶ ପାଇଁ କୃତ୍ରିମ ମେଧା ତଥା ବୁଦ୍ଧିର ଆବଶ୍ୟକତା ରହିଛି। ବିଶେଷକରି ଯୁବବର୍ଗଙ୍କ ମନରେ ବିକାଶର ଧାରାକୁ ପ୍ରବାହିତ କରିବା ଏବେ...

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି: ବିଧାନସଭାର ସମସ୍ତ କାର୍ଯ୍ୟାବଳୀ ଓଡ଼ିଆ ଭାଷାରେ ସମ୍ପାଦନା କରାଯାଉ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ବିଧାନସଭାର ସମସ୍ତ କାର୍ଯ୍ୟାବଳୀ ଓଡ଼ିଆ ଭାଷାରେ ସମ୍ପାଦନା କରାଯିବା ନିମନ୍ତେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ...

ମେଡିକାଲ ଅଫିସର ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ଅନୁଷ୍ଠିତ ମେଡିକାଲ ଅଫିସର ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ମୋଟ ୧,୪୯୧ଜଣ ପରୀକ୍ଷା ଦେଇଥିବାବେଳେ...

ଓଡ଼ିଶାକୁ ୨୨୪୯ କୋଟି ଅନୁମୋଦନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ଜଳ ଜୀବନ ମିଶନ (ଜେଜେଏମ୍‌) ଓ ସ୍ବଚ୍ଛ ଭାରତ ମିଶନ( ଏସ୍‌ବିଏମ୍‌)ରେ ଓଡ଼ିଶାକୁ ୨୨୪୯ କୋଟି...

ଆମ୍ବୁଲାନ୍ସ ଆସିଲାନି: ବିଡିଓଙ୍କ ସରକାରୀ ଗାଡିରେ ଡାକ୍ତରଖାନା ଗଲେ ମହିଳା

ସୋର, ୨୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ସରଶଂଖ ଗ୍ରାମରେ ଥିବା ସଂଗରୋଧ କେନ୍ଦ୍ରରେ ଶନିବାର ମଧ୍ୟରାତ୍ରିରେ ଜଣେ ମହିଳା ଅନ୍ତେବାସିନୀଙ୍କ ପେଟରେ ଯନ୍ତ୍ରଣା ହେବାରୁ...

ସରକାରୀ ତଥ୍ୟକୁ ଭରସା କର

କଟକ ଅଫିସ୍‌,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍‌ଲାଇନ୍‌ରେ ଠକେଇ ମଧ୍ୟ ଚାଲିଛି ।...

‘ସମ୍ବିଧାନ ସୁରକ୍ଷାରେ ବାଚସ୍ପତିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ହିମାଚଳ ପ୍ରଦେଶର ସିମ୍‌ଲାଠାରେ ଅନୁଷ୍ଠିତ ହୋଇଥିବା ଦୁଇଦିନିଆ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀରେ ଓଡ଼ିଶା ବିଧାନସଭା ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ର ଯୋଗ ଦେଇଛନ୍ତି। ୧୯୨୧...

Advertisement
Archives

Model This Week