ଖସୁଛି ସଂକ୍ରମଣ: ଆଜି ୬୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୮୬ ହଜାର୬୨୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଜିଲାରୁ ସର୍ବାଧିକ ୧୫ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୪, ବଲାଙ୍ଗୀରରୁ ୬, ବୌଦ୍ଧରୁ ୧, କଟକରୁ ୫, , ଗଜପତିରୁ ୯, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୧, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୪, ଖୋର୍ଦ୍ଧାରୁ ୨, କୋରାପୁଟରୁ ୩ , ମାଲକାନଗିରିରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୬, ନବରଙ୍ଗପୁରୁ ୬, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୫ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri