କମୁଛି ରାତ୍ରି ତାପମାତ୍ରା; ୧୦ ଡିଗ୍ରୀ ତଳେ ୯ ସହର

ଭୁବନେଶ୍ୱର,୪।୧: ପଶ୍ଚିମା ଝଡ଼ ପ୍ରଭାବରେ, ବର୍ତମାନ ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ୯ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିବା ବେଳେ ଏଠାରେ ତାପମାତ୍ରା ୭.୫ ଡିଗ୍ରୀ ରହିଛି।

ସେହିପରି ରାଉରକେଲାରେ ୮.୭, କୋରାପୁଟ ୮.୮, ଝାରସୁଗୁଡ଼ା ଓ ଅନୁଗୁଳ ୯, ଦାରିଙ୍ଗବାଡ଼ି ୯.୫, ଭବାନୀପାଟଣା ୯.୯, କେନ୍ଦୁଝର ୧୦.୪, ହୀରାକୁଦ ୧୧.୬, ସମ୍ବଲପୁର ୧୧.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୪ ତାରିଖ ରୁ ଦେଶର ଉତ୍ତର-ପଶ୍ଚିମ ଭାଗରେ ସକ୍ରିୟ ହେବାକୁ ଥିବା ପଶ୍ଚିମା ଝଡ଼ ପ୍ରଭାବରେ, ବର୍ତମାନ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉତ୍ତର/ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଦୁର୍ବଳ ହେବା ସହ, ପୂର୍ବଦିଗରୁ ଉଷ୍ମ ଜଳୀୟବାଷ୍ପ ପୁର୍ଣ ବାୟୁ ପ୍ରବାହର ପ୍ରାଧାନ୍ୟ ବୃଦ୍ଧି ପାଉଥିବାରୁ ୫ ତାରିଖ ପରଠାରୁ ରାତ୍ରି ତାପମାତ୍ରା ବୃଦ୍ଧି ସହ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ବୟସରେ ୭ କୋଟିର ରୋଜଗାର! ଜାଣନ୍ତୁ ବୈଭବଙ୍କ ଆୟ ଉପରେ କେମିତି ଲାଗେ ଇନକମ ଟ୍ୟାକ୍ସ, କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୬।୬: ମାତ୍ର ୧୫ ବର୍ଷ ବୟସରେ ପ୍ରାୟ ୭ କୋଟି ଟଙ୍କାର ଆନୁମାନିକ ନେଟୱର୍ଥ (ସମ୍ପତ୍ତି) ସହ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ବେଶ ଚର୍ଚ୍ଚାରେ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri