ଭୁବନେଶ୍ୱର,୪।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୩୧୬ (୩୧୬.୩୧) ପଏଣ୍ଟ ଖସି ୬୫,୫୧୨ (୬୫,୫୧୨.୧୦) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୧୧୦ (୧୦୯.୫୫) ପଏଣ୍ଟ ହ୍ରାସ ଘଟି ୧୯,୫୨୯ (୧୯,୫୨୮.୭୫) ଅଙ୍କରେ କାରବାର ବନ୍ଦ କରିଥିଲା। ଉଲ୍ଲେଖଯୋଗ୍ୟ, ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍ଏସ୍ଇ ନିଫ୍ଟି ମିଡ୍କ୍ୟାପ, ସ୍ମଲ୍ କ୍ୟାପ୍ ଏବଂ ବ୍ୟାଙ୍କ ଶେୟାରଗୁଡିକରେ ମଧ୍ୟ ପରିବର୍ତ୍ତନ ଘଟିଛି।
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


