ଭୁବନେଶ୍ୱର,୧୦।୧୦: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୪୮୩ (୪୮୩.୨୪) ପଏଣ୍ଟ ଖସି ୬୫,୫୧୨(୬୫,୫୧୨.୩୯) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୧୪୧ (୧୪୧.୧୫) ପଏଣ୍ଟ ହ୍ରାସ ଘଟି ୧୯,୫୧୨ (୧୯,୫୧୨.୩୫) ଅଙ୍କରେ କାରବାର ବନ୍ଦ କରିଥିଲା।
ରବିନ୍ଦ୍ର ଜାଡେଜାଙ୍କୁ ଖୋଜିଥିବା କୋଚ୍ଙ୍କଠାରୁ ଶିଖିଥିଲେ କ୍ରିକେଟ, ଏବେ ପାକିସ୍ତାନଠାରୁ ବିଜୟ ଛଡ଼ାଇ ଆଣି ଚର୍ଚ୍ଚାରେ Mohit Ulva
ନୂଆଦିଲ୍ଲୀ,୧୪।୧୧: ଭାରତ ଏବଂ ପାକିସ୍ତାନ କ୍ରିକେଟ୍ କହିଲେ ସାଧାରଣତଃ ସିନିୟର୍ ପୁରୁଷ କ୍ରିକେଟ୍ ଦଳର ମୁକାବିଲାକୁ ବୁଝାଯାଏ, କିନ୍ତୁ ଆଗାମୀ ଦିନରେ ଅଣ୍ଡର-୧୯ ଏସିଆ କପ୍ ୨୦୨୬ର…
ଲୁଚାଇ ରଖିଥିଲେ ମାଓବାଦୀ: ମାଟିତଳୁ ମିଳିଲା ବିସ୍ଫୋରକ
ନୂଆପଡ଼ା,୧୪ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ଥାନା ଅନ୍ତର୍ଗତ ପାଟଧରା ଓ ଗର୍ଜନପାଣି ସଂରକ୍ଷିତ ଜଙ୍ଗଲରେ କେତେଜଣ ଯବାନଙ୍କ ସହ ମାଓବାଦୀ ନିହତ ହୋଇଥିଲେ। ହେଲେ…
ବନ୍ୟା ପ୍ରଭାବିତ ଗ୍ରାମରେ ପହଞ୍ଚିଲା ସହାୟତା
ଦିଗପହଣ୍ଡି,୧୪।୧୧(ଅଶେଷ ନାଥ ମିଶ୍ର): ଶ୍ରୀ ଶ୍ରୀ ଠାକୁର ନିଗମାନନ୍ଦ ସରସ୍ବତୀ ଦେବଙ୍କ ଦ୍ୱାରା ପୁରୀଠାରେ ପ୍ରତିଷ୍ଠିତ ନୀଳାଚଳ ସାରସ୍ବତ ସଙ୍ଘ କେନ୍ଦ୍ର ଆସନ ମନ୍ଦିର ବୀରତୁଙ୍ଗ ସହାୟତାରେ…
ଜୟପୁରରେ ବଡ଼ ଧରଣର ଲୁଟ୍
ଜୟପୁର,୧୪ା୧୧(ପବନ ପାଣିଗ୍ରାହୀ)- କୋରାପୁଟ ଜିଲା ଜୟପୁର ସହରରେ ଜଣକ ଘର ଭିତରେ ପଶି ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା ସହ ୧୮ ଲକ୍ଷ…
ଫୋନ୍ ଟ୍ୟାପିଂ ଅଭିଯୋଗ ଉପରେ ସାମ୍ ପିତ୍ରୋଡାଙ୍କ ବଡ଼ ବୟାନ: ପ୍ରଧାନମନ୍ତ୍ରୀ ଏପରି…
ନୂଆଦିଲ୍ଲୀ,୧୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଫୋନ୍କୁ ଟ୍ୟାପିଂ କରିଥିତ୍ବା ନେଇ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗ ରାଜନୈତିକ ଝଡ଼ ସୃଷ୍ଟି…
ଘୋଡାହାଡ ଡ଼୍ୟାମରୁ ଛଡାଯିବ ପାଣି, ସତର୍କ କଲା ଜଳସମ୍ପଦ ବିଭାଗ
ଦିଗପହଣ୍ଡି,୧୪।୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ବୁଧବାରଠାରୁ ଶନିବାର ଯାଏଁ ପ୍ରବଳ ପବନ ଓ ବର୍ଷା ହେବା ନେଇ…
ସାନଖେମୁଣ୍ଡି ବିଦ୍ୟାଳୟ ପାଇଲା ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ଅଞ୍ଚଳ ପାଇଁ ଗୌରବ
ଦିଗପହଣ୍ଡି,୧୪।୧୧(ଅଶେଷ ନାଥ ମିଶ୍ର): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ଭାଲିଆଝୋଳା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ…
୨୦ ଲକ୍ଷ ହେରଫେର: ଏନ୍ଏସି ସହକାରୀ ହିସାବ ରକ୍ଷକ ଗିରଫ
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଏନ୍ଏସିର ସହକାରୀ ହିସାବରକ୍ଷକ ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଗିରଫ ହୋଇଛନ୍ତି। ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ (ଇଓ) ସନ୍ଦିପ ଚନ୍ଦ୍ରକାରଙ୍କ…

