ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୨୭।୧୦:କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୯୩୨ (୯୩୨.୦୦) ପଏଣ୍ଟ ଖସି ୬୩,୧୧୭ (୬୩,୧୧୭.୦୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ ରେ ମଧ୍ୟ ୨୪୯ (୨୪୮.୮୫) ପଏଣ୍ଟ ହ୍ରାସ ଘଟି ୧୮,୮୭୩ (୧୮,୮୭୩.୩୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ୍‌, ସ୍ମଲ୍‌ କ୍ୟାପ୍‌ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଥିଲା। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ ପାଇଁ ରହିଛି ଷ୍ଟକ୍‌

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବେ ଖୋଲା ଯୁଦ୍ଧରେ ପରିଣତ ହୋଇଛି, ଆମେରିକା ଏବଂ ଇସ୍ରାଏଲର ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଇରାନକୁ ଗଭୀର ଭାବରେ କ୍ଷତି ପହଞ୍ଚାଇଛି। ଇରାନ…

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ…

ଯୁଦ୍ଧ ଯୋଗୁ ପେଟ୍ରୋଲ ପରେ ବଢିଯିବ ଏଲପିଜି ଦର, ମାର୍ଚ୍ଚରୁ ୫୦% ମହଙ୍ଗା ହେବ ସିଲିଣ୍ଡର!

ନୂଆଦିଲ୍ଲୀ,୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ସିଧାସଳଖ ଭାରତୀୟ ରୋଷେଇ ବଜେଟକୁ ପ୍ରଭାବିତ କରିପାରେ। ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri