ଭୁବନେଶ୍ୱର,୨୧ା୧୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସଇ)ର ସେନସେକ୍ସ ୧୪୦ (୧୩୯.୫୮) ପଏଣ୍ଟ ଖସି (କମି) ୬୫,୬୫୫ (୬୫,୬୫୫.୧୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନଏସଇ)ର ନିଫ୍ଟି-୫୦ରେ ମଧ୍ୟ ୩୮ (୩୭.୮୦) ପଏଣ୍ଟ ହ୍ରାସ ଘଟି ୧୯,୬୯୪(୧୯,୬୯୪.୦୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଥିଲା। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଛି।
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!
ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…

