ନୂଆଦିଲ୍ଲୀ,୧୨।୭: କ୍ରମାଗତ ୨ଦିନ ଲାଗି ଭାରତୀୟ ଶେୟାର ବଜାରର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶୁକ୍ରବାର ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ର ସେନ୍ସେକ୍ସ ୩୬୬ (୩୬୫.୫୩) ପଏଣ୍ଟ କମି ୬୫,୩୨୩ (୬୫,୩୨୨.୬୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୧୧୫ (୧୧୪.୮୦) ପଏଣ୍ଟ ହ୍ରାସ ଘଟି ୧୯,୪୨୮ (୧୯,୪୨୮.୩୦) ଅଙ୍କରେ କାରବାର ବନ୍ଦ ହୋଇଥିଲା।
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ
ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...
ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ
ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...
ନ୍ୟୁଜିଲାଣ୍ଡ ସିରିଜ୍ ଖେଳିବା ଆଶାରେ ଶ୍ରେୟସ
ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...
ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…
ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...
ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…
ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...
ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ
ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...
ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ
ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...
ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ
ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...
Archives


