ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୧୭।୧୨: କ୍ରମାଗତ ୨ ଦିନ ଲାଗି ଷ୍ଟକ୍‌ ବଜାରର କାରବାର ହ୍ରାସ ପାଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସ(ଷ୍ଟକ୍‌ ବଜାର)ର ଫଳାଫଳ ଯୋଗୁ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଷ୍ଟକ୍‌ ବଜାରର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୬୧ (୪୬୧.୨୨) ପଏଣ୍ଟ ଖସି ୬୧,୩୩୮ (୬୧,୩୩୭.୮୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୪୬ (୧୪୫.୯୦) ପଏଣ୍ଟ ହ୍ରାସ ଘଟି ୧୮,୨୬୯ (୧୮,୨୬୯.୦୦) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଜାତୀୟ ଓ ଅନ୍ତଜାର୍ତୀୟ ସମସ୍ୟା ଓ ନିଷ୍ପତ୍ତି କାରଣରୁ ଭାରତୀୟ ଶେୟାର ବଜାରର କାରବାର ପ୍ରଭାବିତ ହେଉଥିବା ବଜାର ବିଶେଷଜ୍ଞମାନେ ଆକଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର! ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବିଏସ୍‌ଏନ୍‌ଏଲ୍‌ର ୪ଜି ଏବଂ ୫ଜି ସେବା

ନୂଆଦିଲ୍ଲୀ,୬।୧୦: ଦେଶରେ ଲଞ୍ଚ ହୋଇ ସାରିଛି ୫ଜି ସେବା। ଏୟାରଟେଲ ଏବଂ ଜିଓ ପକ୍ଷରୁ କିଛି ସହରରେ ଏହି ସେବା ଦିଆଯାଉଛି। ଆସନ୍ତା ବର୍ଷ ମଧ୍ୟରେ...

ନୋକିଆ ୮୨୧୦ ୪ଜି ଉନ୍ମୋଚିତ

ନୂଆଦିଲ୍ଲୀ ,୭।୮: ଏଚ୍‌ଏମ୍‌ଡି ଗ୍ଲୋବାଲ ପକ୍ଷରୁ ଭାରତରେ ନୂଆ ନୋକିଆ ୮୨୧୦ ୪ଜିକୁ ଉନ୍ମୋଚନ କରାଯାଇଛି। ଏହା ହେଉଛି ସ୍ମରଣୀୟ ଡିଜାଇନ୍‌, ଦୀର୍ଘସ୍ଥାୟିତ୍ୱ ଓ ଲମ୍ବା...

ଜିଡିପିର ୩-୫% ଖର୍ଚ୍ଚ କରିପାରିବ ଭାରତ: ବିଶ୍ୱ ବ୍ୟାଙ୍କ

ବର୍ତ୍ତମାନ କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ସ୍ଥିତିକୁ ମୁକାବିଲା କରିବା ଲାଗି ଭାରତ ଏହାର ମୋଟ ଜିଡିପିର ୩ରୁ ୫% ଖର୍ଚ୍ଚ କରିପାରିବ। ଏହି ଅର୍ଥ ବ୍ୟବହାର...

ଏମ୍‌ଏସ୍‌ପି ଜାରି ରହିବ: ସୀତାରାମନ

ଚେନ୍ନାଇ: କୃଷକଙ୍କ ଉତ୍ପାଦିତ ବିଭିନ୍ନ ଖାଦ୍ୟଶସ୍ୟ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ଜାରି ରହିବ। ଏହା ବର୍ତ୍ତମାନ ପ୍ରଦାନ କରାଯାଉଥିବା ବେଳେ ଆଗକୁ ମଧ୍ୟ ପ୍ରଦାନ...

ନାଲ୍‌କୋରେ ଯୋଗଦେଲେ ପଙ୍କଜ କୁମାର

ଭୁବନେଶ୍ୱର,୨।୨: ନବରତ୍ନ ଉଦ୍ୟୋଗ ନାଲ୍‌କୋର ନୂତନ ନିର୍ଦ୍ଦେଶକ (ଉତ୍ପାଦନ) ଭାବେ ପଙ୍କଜ କୁମାର ଶର୍ମା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଶର୍ମା ଏନ୍‌ଏମ୍‌ଡିସିର...

ଜନଧନ ଯୋଜନାକୁ ୭ବର୍ଷ

ଭୁବନେଶ୍ୱର,୨୯।୮:  ଦେଶର ଆର୍ଥିକ ଗତିକୁ ଦ୍ରୁତ କରିବା ପାଇଁ ବ୍ୟାଙ୍କିଙ୍ଗ୍‌ କାରବାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା । ହେଲେ ସ୍ବାଧୀନତାର ୬୮ ବର୍ଷ ପରେ ମଧ୍ୟ ଦେଶର...

ବନ୍ଦ ହୋଇଯିବ ରାଜ୍ୟର ୧୦୦୦ ଏମ୍‌ଏସ୍‌ଏମ୍‌ଇ

ଭୁବନେଶ୍ୱର: ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ର ବିକାଶକୁ ରାଜ୍ୟ ସରକାର ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ବିଭିନ୍ନ ନୀତି କାର୍ଯ୍ୟକାରୀ କରାଇବା ବେଳେ କ୍ଷୁଦ୍ରଶିଳ୍ପଗୁଡିକ...

୫ହଜାରରୁ ଊର୍ଦ୍ଧ୍ୱ ଏଟିଏମ୍‌ ଉଠାଣରେ ଲାଗିପାରେ ଚାର୍ଜ

ମୁମ୍ବାଇ,୧୯।୬: ଏଟିଏମ୍‌ରୁ ଏକାଥରକେ ୫ହଜାର ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ ଉପରେ ଗ୍ରାହକଙ୍କୁ ଚାର୍ଜ ଲାଗିପାରେ। ଏହି ପ୍ରସଙ୍ଗ ଉପରେ ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ବିଚାରବିମର୍ଷ କରୁଛି।...

Advertisement
Archives

Model This Week