ଜାଲ୍‌ ସାର୍ଟିଫିକେଟରେ ଚାକିରି ଅଭିଯୋଗ: ପ୍ରଧାନ ଶିକ୍ଷକ ନିଲମ୍ବିତ

ପାଟଣା,୨୮।୫(ସ୍ବ.ପ୍ର.): ଜାଲ୍‌ ବିଇଡି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଶୀଲ କୁମାର ବେହେରାଙ୍କୁ ନିଲମ୍ବନ କରାଯାଇଛି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଚିଠି ସଂଖ୍ୟା ୮୧୨/୨୧ା୫ା୨୨ ଅନୁଯାୟୀ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ କହିଛନ୍ତି।
ଅନୁଯାୟୀ, ପ୍ରଧାନ ଶିକ୍ଷକ ବେହେରା ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ହୋଇଥିଲା। ଯାଞ୍ଚ ପରେ ଏହା ସତ୍ୟ ବୋଲି ଜଣା ପଡ଼ିଥିଲା। ତେବେ ସାହାରପଡ଼ା ଓ ପାଟଣା ବ୍ଲକରେ ଅନେକ ଶିକ୍ଷକ ଜାଲ୍‌ ବିଇଡି ଓ ସିଟି ସାର୍ଟିଫିକେଟ ଦେଇ ଚାକିରି କରୁଥିବା ଅଭିଯୋଗ ହେଉଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ

ଜୟପୁର,୯।୧(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ସୁର୍ଲି ଗ୍ରାମ ନିକଟରେ ଏକ କାର୍‌ରୁ ୧ କୁଇଣ୍ଟାଲ ୬୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ପୋଲିସ...

ଖୁଣ୍ଟାରେ ଚାଷୀ ସମାବେଶ

ଖୁଣ୍ଟା,୨୦ା୯(ଡି.ଏନ୍‌.ଏ.)- ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ସ୍ଥାନୀୟ ଖୁଣ୍ଟା କଲ୍ୟାଣମଣ୍ଡପଠାରେ ଗୁରୁବାର ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଖୁଣ୍ଟା ଓ...

୨୦୨୪ରୁ ଆଦର୍ଶ ଗୁରୁକୁଳରେ ପାଠପଢ଼ା

ପୁରୀ ଅଫିସ, ୧୪ା୩:ମାଟିତୋଟା ଅଞ୍ଚଳରେ ପ୍ରସ୍ତାବିତ ଆଦର୍ଶ ଗୁରୁକୁଳରେ ଖୁବ୍‌ଶୀଘ୍ର ସେବାୟତ ପରିବାରର ବିଦ୍ୟାର୍ଥୀମାନେ ପାଠ ପଢ଼ିବେ। ଏ ନେଇ ପୂର୍ବରୁ ବିର୍ଲା ଫାଉଣ୍ଡେଶନ ସହ...

ଭଦ୍ରକରେ କରୋନା କଟକଣାକୁ ବେଖାତିର: ଘରୋଇ ଶିକ୍ଷାନୁଷ୍ଠାନ ଖୋଲା, ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର

ଆରଡି, ୧୭।୩(ଡି.ଏନ.ଏ.): କରୋନାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାରଠାରୁ ଅଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ଆଉ ସ୍କୁଲ ନ...

ଉତ୍ତର ପ୍ରଦେଶରୁ ଆସି ଓଡ଼ିଶାରେ ଚୋରି, ବିକୁଥିଲେ ଛତିଶଗଡ଼ରେ

ଉମରକୋଟ, ୩୧ା୧୦(ସ୍ବ.ପ୍ର.): ଉତ୍ତର ପ୍ରଦେଶରୁ ଆସି ନବରଙ୍ଗପୁର ଜିଲା ଉମରକୋଟରେ ରହି ମୋବାଇଲ୍‌ ଟାଓ୍ବାରରୁ ବ୍ୟାଟେରି ଚୋରି କରୁଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୨ ଜଣଙ୍କୁ...

ନିଲାମ ହେଉନି, ଖତ ଖାଉଛି ସରକାରୀ ଗାଡ଼ି

ଭବାନୀପାଟଣା,୨୫।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଖତ ଖାଉଛି ସରକାରୀ ଗାଡି। ଦୀର୍ଘ ବର୍ଷ ହେବ ରକ୍ଷଣାବେକ୍ଷଣ ଅଭାବରୁ ଗାଡିଗୁଡିକ...

ଶିକ୍ଷକ ନିଯୁକ୍ତି ଦାବି: ବିଦ୍ୟାଳୟରେ ତାଲା ପକାଇବାକୁ ଗ୍ରାମବାସୀଙ୍କ ଚେତାବନୀ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ାଗୋଡ଼ା ସର୍କଲର ଥୁଟିବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗ୍ରାମବାସୀ ଡିଇଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।...

୩୬ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୪ ଗିରଫ

ପୁରୀ ଅଫିସ, ୧୬।୨: ବହୁଦିନ ଧରି ପୁରୀ ସମେତ ବିଭିନ୍ନ ସ୍ଥାନରେ ବ୍ରାଉନସୁଗାର କାରବାର ଚଳାଉଥିବା ଅଭିଯୋଗ ହୋଇଆସୁଥିଲା। ବାସେଳି ସାହି ଥାନା ପୋଲିସ ଏବଂ...

Advertisement
Archives

Model This Week