ଫାମ୍‌ ମିନ୍‌ ଚିନ୍‌ ଭିଏଟ୍‌ନାମ ପ୍ରଧାନମନ୍ତ୍ରୀ

ହାନୋଇ, ୨୭ା୭: ଭିଏଟ୍‌ନାମ ପ୍ରଧାନମନ୍ତ୍ରୀ ଭାବେ ଫାମ୍‌ ମିନ୍‌ ଚିନ୍‌ ସୋମବାର ପୁନଃ ନିର୍ବାଚିତ ହୋଇଛନ୍ତି। ଭୋଟ୍‌ ଫଳାଫଳ ଅନୁସାରେ ୧୫ ତମ ନ୍ୟାଶନାଲ ଆସେମ୍ବ୍ଲି (ଏନ୍‌ଏ)ଫାମ୍‌ଙ୍କ ନାମ ଘୋଷଣା କରିଛି। ସେ ୨୦୨୬ ପର୍ଯ୍ୟନ୍ତ ଏହି ପଦରେ ଦାୟିତ୍ୱ ତୁଲାଇବେ। ୧୩ତମ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଭିଏଟ୍‌ନାମ ସେଣ୍ଟ୍ରାଲ କମିଟିର ପଲିଟ୍‌ବ୍ୟୁରୋ ଫାମ୍‌ଙ୍କୁ ୧୫ତମ ଏନ୍‌ଏର ପ୍ରଥମ ଅଧିବେଶନରେ ୯୫.୯୯ ପ୍ରତିଶତ ଅନୁମୋଦନ ହାରରେ ପୁନଃ ନିର୍ବାଚିତ କରାଯାଇଥିଲା। ଦେଶ କରୋନା ମହାମାରୀ ସହ ଯୁଝୁଥିବାବେଳେ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ସେ ସର୍ବାଧିକ ଗୁରୁତ୍ୱ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ହଜାର ବର୍ଷ ପୂର୍ବେ ଘର ସଜାଇବାରେ ବ୍ୟବହାର ହେଉଥିଲା ପପକର୍ନ

ପପକର୍ନ ଖାଇବା ଅନେକଙ୍କର ସୌକ କହିଲେ କିଛି ଭୁଲ୍‌ ହେବନାହିଁ। ହେଲେ ୪ହଜାର ବର୍ଷ ପୂର୍ବେ ଏହାକୁ ଖାଇବା ପରିବର୍ତ୍ତେ ଲୋକେ ଘର ସଜାଇବା ଓ...

କିମ୍‌ ଜୋଙ୍ଗ୍‌ଙ୍କ ଅମାନବୀୟ କାର୍ଯ୍ୟ: ସମାଲୋଚନା କରିବାରୁ ୫ ଅଧିକାରୀଙ୍କୁ ହତ୍ୟା

ପୋୟାଙ୍ଗ୍‌ୟାଙ୍ଗ, ୧୨।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ଅମାନବୀୟ କାର୍ଯ୍ୟ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ତାଙ୍କ ଦ୍ୱାରା ପ୍ରଣୟନ...

ଥରିଲା ତାଇଓ୍ବାନ

ତାଇପେ,୧୮।୪: ଉତ୍ତର ପଶ୍ଚିମ ତାଇଓ୍ବାନରେ ଏକ ବଡ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୬.୪। ଏହାର କେନ୍ଦ୍ରସ୍ଥଳ ହାଓଲିନ...

ବାପାଙ୍କ ରାସ୍ତାରେ ଯିବେ କି ସାରା

ମାନିଲା, ୨୦ା୯: କାର୍ଯ୍ୟକାଳ ସରିଆସୁଥିଲେ ବି କ୍ଷମତା ଛାଡ଼ିବାକୁ ନାରାଜ ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଦୁଟେର୍ଟେ। ଦ୍ୱିତୀୟ ପାଳି ପରେ ଜଣେ ଆଉଥରେ ଦେଶର ଶାସନ...

ସେଲ୍ଫ ଆଇସୋଲେଶନରେ ରହି ସମସ୍ତଙ୍କୁ ଘରେ ରହିବାକୁ କହିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌ କରୋନା ଭାଇରସରେ ସଂକ୍ରମିତ ହୋଇ ଏବେ ସେଲ୍ଫ ଆଇସୋଲେଶନରେ ରହିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରାୟ ୩୦ ମିଲିୟନ...

ଭାରତୀୟ ଶିଖ୍‌ଙ୍କ ପାଇଁ ଖୋଲିଲା ପାକିସ୍ତାନ ଗୁରୁଦ୍ୱାର

ଲାହୋର,୨ା୭(ପି.ଟି.): ପାକିସ୍ତାନର ପଞ୍ଜାବ ପ୍ରଦେଶ ଅନ୍ତର୍ଗତ ସିଆଲକୋଟରେ ୫୦୦ବର୍ଷର ଏକ ପୁରାତନ ବବେ-ଦେ-ବର ଗୁରୁଦ୍ୱାର ଭାରତୀୟ ଶିଖ୍‌ ତୀର୍ଥଯାତ୍ରୀଙ୍କ ପାଇଁ ଉନ୍ମୁକ୍ତ ହୋଇଛି। ପୂର୍ବରୁ ଭାରତୀୟମାନଙ୍କୁ...

ଯୁଦ୍ଧ ପାଇଁ ପ୍ରସ୍ତୁତ ଏହି କୁକୁର, ୧୩୦୦୦ ଫୁଟ ଉଚ୍ଚରୁ ଦେଲା ଲମ୍ଫ

ମସ୍କୋ,୭ା୭: ରୁଷିଆ ପ୍ରଶାସନ କେବଳ ସୈନିକ ନୁହନ୍ତି, କୁକୁରମାନଙ୍କୁ ମଧ୍ୟ ଯୁଦ୍ଧ ପାଇଁ ପ୍ରଶିକ୍ଷଣ ଦେଉଛି। ଏବେ କୁକୁରର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ...

ଘାତକ ସାଜିଲା ସେନା

ୟାଙ୍ଗୁନ/ନେପିତାଉ,୨୨ା୨: ମ୍ୟାନ୍‌ମାରରେ କ୍ଷମତା ପରିବର୍ତ୍ତନ ପରେ ସାମରିକ ସରକାରଙ୍କ ଦମନମୂଳକ ଆଭିମୁଖ୍ୟ ସତ୍ତ୍ୱେ ଆନ୍ଦୋଳନ ଜାରି ରହିଛି। ବିକ୍ଷୋଭ ପ୍ରଦର୍ଶନକାରୀମାନେ ପଛଘୁଞ୍ଚା ଦେଇନାହାନ୍ତି କି ଧୈର୍ଯ୍ୟ...

Advertisement


Archives

Model This Week