Posted inଜାତୀୟ

ବିଧାନସଭାରେ କୃଷି ଆଇନ କପିକୁ ଚିରିଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୭।୧୨-ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଗୁରୁବାର ଅନୁଷ୍ଠିତ ବିଧାନସଭା ଅଧିବେଶନରେ ନୂଆ କୃଷି ଆଇନକୁ ନେଇ ଗର୍ଜିଛନ୍ତି। ଏହି ଅବସରରେ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ତୀବ୍ର ବିରୋଧ କରିଥିଲେ। ପରେ ସର୍ବସମ୍ମୁଖରେ କୃଷି ଆଇନ କପିକୁ ଚିରି ଦେଇଥିଲେ। ସେ କହିଛନ୍ତି, ସରକାର ଆଉ କେତେ କୃଷକଙ୍କ ଜୀବନ ନେବେ? ବର୍ତ୍ତମାନ ସୁଦ୍ଧା ୨୦ରୁ ଊର୍ଦ୍ଧ୍ୱ କୃଷକ ଏହି ଆନ୍ଦୋଳନରେ ମୃତ୍ୟୁବରଣ କଲେଣି। ଆନ୍ଦୋଳନରେ ଜଣେ ପରେ ଜଣେ କୃଷକ ଭଗତ ସିଂହ ହୋଇ ବସିଛନ୍ତି। ବ୍ରିଟିଶମାନଙ୍କଠାରୁ ସରକାର ଏତେ କଠୋର ହେବା ଉଚିତ୍‌ ନୁହଁ ବୋଲି କେଜ୍ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ନୀତୀଶ

ପାଟନା,୨୦।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନେଇ ବଡ ବୟାନ ଦେଇଛନ୍ତି। ଶୁକ୍ରବାର ସେ କହିଛନ୍ତି ବିହାରରେ ଏନ୍‌ଆର୍‌ସି ଲାଗୁ...

ଭାରତ ଛୁଇଁଲା ଓମିକ୍ରନ୍‌: କର୍ନାଟକରେ ୨ ଚିହ୍ନଟ

ନୂଆଦିଲ୍ଲୀ,୨।୧୨: କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଏବେ ଭାରତକୁ ଆସିଛି। କର୍ନାଟକରେ ୨ ଜଣ ଓମିକ୍ରନ ଭାରିଆଣ୍ଟର ଶିକାର ହୋଇଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦବୀ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳର ବରିଷ୍ଠ ନେତା ମଧୁସୂଦନ ମିସ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣ ପକ୍ଷରୁ...

ଗୋଟିଏ ରାଷ୍ଟ୍ର ଭାବେ କାର୍ଯ୍ୟକଲେ ସମ୍ବଳ ଅଭାବ ରହିବନି: ମୋଦି

ନୂଆଦିଲ୍ଲୀ, ୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୧ ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର...

ବର୍ଷକରେ କରୋନା ଟିକା ନେଇ ୯ ଜଣଙ୍କ ମୃତ୍ୟୁ, କୋଭିଶିଲ୍ଡ ନେଇ ୮-କୋଭାକ୍ସିନ ଯୋଗୁ ଜଣେ…

ନୂଆଦିଲ୍ଲୀ, ୨୧।୪ : କରୋନା ଟିକା ନେବା ପରେ ଘଟିଥିବା ପାର୍ଶ୍ୱ ପ୍ରତିକ୍ରିୟା  ଘଟଣାଗୁଡ଼ିକ ଉପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜାତୀୟ କମିଟି (ଏଇଏଫ୍‌ଆଇ) ଅନୁଯାୟୀ, ଫେବୃଆରୀ...

ଗୁରୁ ନାନକ ଜୟନ୍ତୀ: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୧୦: ଗୁରୁ ନାନକ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି-...

ଜିଦ୍‌ରେ ଅଟଳ: ବିଧାୟକ ଦଳ ବୈଠକରେ ଯୋଗ ଦେଲେ ନାହିଁ ପାଇଲଟ

ନୂଆଦିଲ୍ଲୀ,୧୪।୭: ରାଜସ୍ଥାନରେ କଂଗ୍ରେସ ଦଳ ମଧ୍ୟରେ ଆରମ୍ଭ ହୋଇଥିବା ଶାସନ ଗାଦିର ରାଜନୀତି ଏପର୍ଯ୍ୟନ୍ତ ଥମିବାର ନାଁ ନେଉନି। ଦଳପ୍ରତି ବିରୋଧ ମନୋଭାବ ପରେ ଦଳରୁ...

ରାଜ୍ୟର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ଥିରୁଭାନନ୍ତପୁରମ୍‌ କେନ୍ଦ୍ରୀୟ ରେଳ ଷ୍ଟେଶନରେ ବନ୍ଦେ...

Advertisement
Archives

Model This Week