କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ମିଳିବ ୧୦ ଲକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ଲକ୍ଷ୍ନୌ,୩୧।୭: କରୋନାରେ ମୃତ୍ୟୁ ଘଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିବାରକୁ ଏଣିକି ମିଳିବ ୧୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ମିଳିବ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏସମ୍ପର୍କରେ ଘୋଷଣା କରାଯାଇଛି। କରୋନା ମହାମାରୀ ଯୋଗୁ ୨୦୨୦ରେ ରାଜ୍ୟରେ ୧୪ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ ଘଟିଥିବାବେଳେ ୨୦୨୧ରେ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ଶନିବାର ହିନ୍ଦୀ ସାମ୍ବାଦିକତା ଦିବସ ଅବସରରେ ଏହି ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀ ମଧ୍ୟରେ ନିଜ କର୍ତ୍ତବ୍ୟ ପାଳନ କରୁଥିବାବେଳେ ସମୟରେ ଗଣମାଧ୍ୟମ ପ୍ରତିନିଧି ଆକ୍ରାନ୍ତଙ୍କ ସମ୍ପର୍କରେ ଆସିଥିଲେ।
ଏଭଳି ଗଣମାଧ୍ୟମ ପ୍ରତିନିଧିଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟ ସୂଚନା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ହିନ୍ଦୀ ସାମ୍ବାଦିକତା ଦିବସ ଅବସରରେ ସିଏମ ଯୋଗୀ ଆଦିତ୍ୟନାଥ ସାମ୍ବାଦିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସିଏମ ଟୁଇଟ କରି କହିଛନ୍ତି, ସ୍ବାଧୀନତା ଆନ୍ଦୋଳନଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ସାମାଜିକ ଜାଗରଣ ଏବଂ ରାଷ୍ଟ୍ର ନିର୍ମାଣରେ ହିନ୍ଦୀ ସାମ୍ବାଦିକତାର ଅବିସ୍ମରଣୀୟ ଅବଦାନ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri