ପାରିବାରିକ କଳହର କରୁଣ ପରିଣତି:ସାନଭାଇଙ୍କ ଛୁରାମାଡରେ ବଡ଼ଭାଇ ମୃତ

ଭବାନୀପାଟଣା,୧୭।୩ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଏମ.ରାମପୁର ବ୍ଳକ ଅନ୍ତର୍ଗତ ଦେଢଶୁଲି ପଞ୍ଚାୟତର ଗସକା ପଡାଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସାନ ଭାଇ ବିମ୍ବାଧର ମାଝୀ (୨୫)ର ଛୁରା ମାଡରେ ବଡ଼ଭାଇ ଦାସ ମାଝୀ(୨୮)ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏକ ଘରୋଇ କଳହକୁ ନେଇ ସାନ ଭାଇ ବିମ୍ବାଧରଙ୍କ ସହ ଦାସ ବଡ଼ ଭାଇ ଦାସର ଗଣ୍ଡଗୋଳ ହୋଇଥିଲା। ପରେ ବିମ୍ବାଧର ଏକ ଧାରୁଆ ଛୁରିରେ ଦାସଙ୍କୁ ଆକ୍ରମଣ କରିବାରୁ ଦାସ ମାଝୀଙ୍କ ମୃତ୍ୟୁ ଘଟିଥିଲା। ଏମ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ଏମ.ରାମପୁର ଥାନାରେ ଏକ ମାମଲା ରୁଜୁ ହୋଇଥିବାବେଳେ ପୋଲିସ ଅଭିଯୁକ୍ତ ସାନଭାଇ ବିମ୍ବାଧରଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri