କରୋନା ସଂକ୍ରମିତଙ୍କ ନେଗେଟିଭ୍‌ ରିପୋର୍ଟ ଥିଲେ ମୃତଦେହ ନେଇପାରିବେ ପରିବାର ଲୋକେ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କର ମୃତ୍ୟୁ ହେଲେ ସେମାନଙ୍କ ଅନ୍ତିମ ସଂସ୍କାରକୁ ନେଇ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର। ଯଦି ସମ୍ପୃକ୍ତ ବ୍ୟକ୍ତି ମୃତ୍ୟୁବେଳକୁ କୋଭିଡ୍‌ ନେଗେଟିଭ୍‌ ଥିବେ ତେବେ ତାଙ୍କର ମୃତଦେହକୁ ପରିବାର ସଦସ୍ୟଙ୍କୁ ହସ୍ତାନ୍ତର କରାଯିବ। ଏଥିପାଇଁ ରାଜ୍ୟ ସରକାର ସର୍ତ୍ତମୂଳକ ଅନୁମତି ଦେଇଛନ୍ତି।

ସଂକ୍ରମଣ ଆଶଙ୍କା ଓ କୋଭିଡ୍‌ ଗାଇଡଲାଇନକୁ ଦୃଷ୍ଟିରେ ରଖି ଦୀର୍ଘ ଦେଢ଼ବର୍ଷ ଧରି କୋଭିଡ୍‌ ସଂକ୍ରମିତ ମୃତ ରୋଗୀଙ୍କ ମୃତଦେହକୁ ଛୁଇଁବା ଅବା ଅନ୍ତିମ ସଂସ୍କାର ପାଇଁ ପରିବାର ସଦସ୍ୟଙ୍କୁ ଅନୁମତି ମିଳୁ ନ ଥିଲା।

ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏନେଇ ସମସ୍ତ ଜିଲାପାଳ, ମହାନଗର କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଓ ସମସ୍ତ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ସୁପରିଟେଣ୍ଡେଣ୍ଟଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀଙ୍କୁ ହେଲ୍‌ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍‌ ଭ୍ୟାନିଟି ପୋଲିସ ଜିମା

ଭୁବନେଶ୍ୱର, ୨୫ ।୪(ବ୍ୟୁରୋ)- ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସ ମଙ୍ଗଳବାର ବ୍ୟସ୍ତଥିବାବେଳେ ଏପଟେ ରାସ୍ତା ଓ ବଜାରରେ ମାତିଥିଲେ ଲୁଟେରା। ତେବେ ଲୁଟେରା ଜଣକ ଏକ ଦମ୍ପତିଙ୍କଠାରୁ...

ସୋମବାର ଝାରସୁଗୁଡ଼ା ଆସିବେ ଡିଜିପି

ଝାରସୁଗୁଡା ଅଫିସ,୧୨।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ( ଡିଜିପି) ଅଭୟ ସୋମବାର ଝାରସୁଗୁଡା ଜିଲା ଗସ୍ତରେ ଆସିବେ। ଏ ନେଇ ଝାରସୁଗୁଡା ଜିଲା ଆରକ୍ଷୀ ଅଧିକ୍ଷକ ଅଶ୍ୱିନୀ...

ବାବା ରାମଦେବଙ୍କ କରୋନା ଔଷଧକୁ ନେଇ ବଢୁଛି ଅଡୁଆ

ଡେରାଡୁନ,୨୪।୬: ଯୋଗଗୁୁରୁ ବାବା ରାମଦେବଙ୍କ ଆୟୁର୍ବେଦ ସଂସ୍ଥା ପତଞ୍ଜଳି ମଙ୍ଗଳବାର କରୋନା ମହାମାରୀର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ନେଇ ସ୍ପଷ୍ଟ କରିବା ସହ...

ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟର ସମସ୍ତ ଯୁକ୍ତ୩ ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ ଓ ସଂସ୍କୃତ କଲେଜଗୁଡ଼ିକରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ଆରମ୍ଭ ହୋଇଛି।...

ଦରବୃଦ୍ଧି ପ୍ରତିବାଦରେ ସବୁ ଜିଲାରେ ଆନ୍ଦୋଳନ ପ୍ରସ୍ତୁତି

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ଯୁବକଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ବିରୋଧରେ ସୋମବାର କଂଗ୍ରେସ...

ଜୁଲାଇ ସୁଦ୍ଧା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ

ଭୁବନେଶ୍ୱର(ବ୍ୟୁରୋ)/ରାଉରକେଲା ଅଫିସ୍‌,୧୯।୮: ରାଉରକେଲା ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ।...

ଆଇସୋଲେଶନ ଓ୍ବାର୍ଡରେ ପରୀକ୍ଷା ଦେଲେ ଦୁଇ କରୋନା ଆକ୍ରାନ୍ତ ନର୍ସ

ଚଣ୍ଡିଗଡ଼, ୨୩।୬- କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିଲେ ମଧ୍ୟ ପଞ୍ଜାବର ଦୁଇଜଣ ନର୍ସ ଆଇସୋଲେଶନ ଓ୍ବାର୍ଡରେ ନର୍ସିଂ ପରୀକ୍ଷା ଦେବା ଏବେ ବେଶ୍‌ ଚର୍ଚ୍ଚାର...

ଲକ୍‌ଡାଉନ୍‌ ପୂର୍ବରୁ ବଜାରରେ ଭିଡ଼

ପୁଣେ,୧୩।୩: ମହାରାଷ୍ଟ୍ର ଏବଂ କେରଳରେ କରୋନା ସଂକ୍ରମଣ ପୁଣି ନିୟନ୍ତ୍ରଣ ହରାଇବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ...

Advertisement
Archives

Model This Week