ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସଦସ୍ୟଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟ ସରକାର ଜନସାଧାରଣଙ୍କ ଟିକାକରଣକୁ ଗୁରୁତ୍ୱ ଦେଇ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ପୂର୍ବରୁ କୋଭିଡ୍‌ ଯୋଦ୍ଧା ସ୍ବାସ୍ଥ୍ୟକର୍ମୀ, ଖବରଦାତା, ପୋଲିସଙ୍କୁ ପ୍ରାଥମିକତା ଆଧାରରେ ଟିକା ପ୍ରଦାନ କରାଯାଇଥିଲା। ଏଣିକି ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସସଦ୍ୟଙ୍କୁ କରୋନା ଟିକା ଦିଆଯିବ। ରାଜ୍ୟର ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କ ପରିବାର ସଦସ୍ୟଙ୍କ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ଜିଲାପାଳ ଓ କମିଶନରଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନାହିଁ: ୯୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗୋଟିଏ ପଟେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଅନ୍ୟପଟେ ସରକାରଙ୍କୁ ଟିକା ଚିନ୍ତା ଘାରିଛି। ଟିକା...

ମହାବୀରଙ୍କ ସୁନା ଆଖି ତାଡ଼ିନେଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୨୩ା୧୨(ଡି.ଏନ୍‌.ଏ.): ଶ୍ରଦ୍ଧା ଭକ୍ତିରେ ବଦାନ୍ୟ ଲୋକେ ଠାକୁରଙ୍କୁ ସୁନାରୁପା ଗହଣା ଓ ଟଙ୍କା ଦାନ କରୁଛନ୍ତି। ସେପଟେ ଲୁଟେରାମାନେ ଠାକୁରଙ୍କୁ ଲୁଟିବାକୁ ପଛାଉନାହାନ୍ତି। ପୁରୀ- ଶରଣକୁଳ...

‘ଉମଙ୍ଗ’ରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୋବାଇଲ୍‌ ଆପ୍‌ ମାଧ୍ୟମରେ ମିଳିବ ପାଣିପାଗର ଆଗୁଆ ସୂଚନା। ଏଣିକି ଘରେ ବସି ଜାଣିହେବ ପାଣିପାଗର ଟିକିନିଖି ସୂଚନା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ...

କୁଲାଡ଼ ଆନ୍ଧ୍ରବ୍ୟାଙ୍କରେ ଠକେଇ ନେଇ ଏତଲା

ଭଞ୍ଜନଗର,୧୪।୩(ଡି.ଏନ୍‌.ଏ.) ବ୍ୟାଙ୍କ ଠକେଇ ଯୋଗୁ ଦେଶରେ ଗୋଟିଏ ପରେ ଗୋଟିଏ ଜାତୀୟ ଓ ଘରୋଇ ବ୍ୟାଙ୍କ ଦେବାଳିଆ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର...

ବର୍ଷା ସହ କୁଆପଥର ମାଡ଼

ଆସିକା,୧୮ା୪: ଗଞ୍ଜାମ ଜିଲା ଆସିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ବର୍ଷା ସହ କୁଆପଥର ମାଡ ହୋଇଥିଲା। ଗତ ୪ଦିନ ହେଲା ଅଞ୍ଚଳରେ ପ୍ରବଳ...

କରୋନା ଯୋଦ୍ଧାଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ହସ୍ପିଟାଲ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ଆଦିତ୍ୟ ଅଶ୍ୱିନୀ କୋଭିଡ୍‌-୧୯ ହସ୍ପିଟାଲରେ କରୋନା ସଂକ୍ରମିତ ଡାକ୍ତର...

ନିଜକୁ ଡାକ୍ତର କହି ୫ ରାଜ୍ୟରେ ରଖିଛନ୍ତି ୧୩ ସ୍ତ୍ରୀ, ଠକିଛନ୍ତି ବହୁ କୋଟି ଟଙ୍କା

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ନିଜକୁ ଡାକ୍ତର କହି ଲୋକଙ୍କୁ କୋଟି କୋଟି ଟଙ୍କା ଠକିଥିବା ଜଣେ କୁଖ୍ୟାତ ଠକକୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ଜଣଙ୍କ...

ରାଜ୍ୟରେ ଆଇନ ତା’ ବାଟରେ ଯାଉନାହିଁ: ଭାଜପା

ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟରେ ଆଇନ ତା’ ନିଜ ବାଟରେ ଯାଉନାହିଁ। ଶାସକ ବିଜେଡିର ତୁଙ୍ଗନେତା ଏହାର ବଡ଼ ବାଧକ ସାଜିଛନ୍ତି ା ରାଜ୍ୟରେ ଘଟିଯାଉଥିବା ପ୍ରମୁଖ...

Advertisement
Archives

Model This Week