Posted inଜାତୀୟ

ଭୟଙ୍କର ଅଗ୍ନିକାଣ୍ଡ: ୬ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୧୭।୧୨: ତେଲେଙ୍ଗାନାର ମଞ୍ଚରିଆଲା ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପରିବାରର ୬ ଜଣଙ୍କ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତକ ହେଲେ ଘରର ମାଲିକ, ଘରେ ରହୁଥିବା ଶିବୟା (୫୦), ତାଙ୍କ ସ୍ତ୍ରୀ ପଦ୍ମା (୪୫), ତାଙ୍କ ଦୁଇ ଝିଅଙ୍କ ସହ ପଦ୍ମାଙ୍କ ବଡ଼ ଭଉଣୀଙ୍କ ଝିଅ ମୌନିକା (୨୩)।
ପୋଲିସ କହିବାନୁଯାୟୀ, ରାତି ପ୍ରାୟ ୧୨ ଟାରୁ ୧୨.୩୦ ଏହି ଅଗ୍ନିକାଣ୍ଡ ଘଟିଛି। ପଡ଼ୋଶୀମାନେ ଘରେ ନିଆଁ ଲାଗିଥିବାର ଦେଖି ତୁରନ୍ତ ଗ୍ରାମବାସୀଙ୍କୁ ଏବଂ ପରେ ପୋଲିସକୁ ସୂଚନା ଦେଇଥିଲେ। ହେଲେ ପୋଲିସ ପହଞ୍ଚିବା ବେଳକୁ ପୁରା ଘରେ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବା ବେଳେ ଅନୁସନ୍ଧାନ କରାଯାଉଛି ବୋଲି ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ ହରସିମରତ କୌର ବାଦଲଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୭।୯-କୃଷି ଓ କୃଷକ ବିଲ୍‌କୁ ବିରୋଧ କରି ଗୁରୁବାର କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ ମୋଦୀ ସରକାରରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା କୃଷି...

ପୂର୍ବାଞ୍ଚଳର ବିକାଶରେ ଦେଶ ଆଗେଇବ

ନୂଆଦିଲ୍ଲୀ,୧ା୬(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୬୫ତମ ସଂସ୍କରଣରେ ଦେଶବାସୀଙ୍କୁ ନିଜ ମନର କଥା କହିଛନ୍ତି।...

ଉଦ୍ଧବ ସାଇଡ୍‌ଲାଇନ୍‌ !, ସମର୍ଥନ ପରେ ବି ଦ୍ରୌପଦୀଙ୍କୁ ଭେଟିବାର ସୁଯୋଗ ନାହିଁ…

ମୁମ୍ବାଇ,୧୪।୭ : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ ଘୋଷଣା କରିଥିବା ଶିବସେନାର ଉଦ୍ଧବ ଠାକରେଙ୍କ ଗୋଷ୍ଠୀ ଏକ ବଡ଼ ଅଡୁଆ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି।...

ଆତଙ୍କବାଦୀଙ୍କୁ ଆଶ୍ରୟ ଦେଲେ ସମ୍ପତ୍ତି ବାଜ୍ୟାପ୍ତ ହେବ

ଶ୍ରୀନଗର,୨୭।୩: ଜାଣିଶୁଣି ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଉଥିବା ଗୃହ ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତ କରାଯିବ ବୋଲି ଜମ୍ମୁ-କଶ୍ମୀର ପୋଲିସ ଶନିବାର ଘୋଷଣା କରିଛି। ଆତଙ୍କବାଦ ଉଦ୍ଦେଶ୍ୟରେ ବ୍ୟବହୃତ...

ଜମ୍ମୁ-କଶ୍ମୀର ପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କଲେ ଉପରାଜ୍ୟପାଳ

ଜମ୍ମୁ,୧୯ ।୯: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଶନିବାର ରାଜ୍ୟପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ଏବେ ଜମ୍ମୁ-କଶ୍ମୀରରେ ବ୍ୟବସାୟୀମାନେ...

କେଏମସି ନିର୍ବାଚନ ମତଗଣନା ଆରମ୍ଭ: ବହୁ ପଛରେ ଭାଜପା

କୋଲକାତା,୨୧।୧୨: କୋଲକାତା ମ୍ୟୁନିସିପାଲିଟି କର୍ପୋରେସନ (କେଏମସି) ନିର୍ବାଚନର ଫଳାଫଳ ମଙ୍ଗଳବାର ସ୍ପଷ୍ଟ ହେବ। ଏଥିପାଇଁ ସକାଳୁ ମତଗଣନା ଆରମ୍ଭ ହୋଇ ଯାଇଛି। କୋଲକାତା ମ୍ୟୁନିସିପାଲିଟି କର୍ପୋରେସନ...

ବିଗୁଲ ବଜାଇଲେ ମମତା: ନୀତୀଶ-ସୋରେନଙ୍କ ସହ ଲଢ଼ିବେ ୨୦୨୪ ନିର୍ବାଚନ

କୋଲକାତା,୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ନେତା ମମତା ବାନାର୍ଜୀ ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏବେଠାରୁ ବିଗୁଲ ବଜାଇଛନ୍ତି। ଆଗାମୀ ଲୋକ ସଭା...

ନେତାଜୀଙ୍କ ନିଖୋଜ ରହସ୍ୟ ସମ୍ପର୍କରେ ଜାଣିବାର ଅଧିକାର ଦେଶବାସୀଙ୍କର ରହିଛି: ମମତା

କୋଲକାତା,୧୮।୮: ନେତାଜୀ ସୁଭାଷ ବୋଷଙ୍କର ନିଖୋଜ ରହସ୍ୟ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ମନ୍ତବ୍ୟ ଦେଇଛନ୍ତି। ସେ ରବିବାର ଟୁଇଟ୍‌ କରି...

Advertisement
Archives

Model This Week