ମୃତ ଚାଷୀଙ୍କ ପରିବାରଙ୍କୁ ମିଳିଲା ୪ ଲକ୍ଷ ଟଙ୍କା ସହାୟତା

ଚିକିଟି,୧୩ା୧(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ କେ.ନୂଆଗାଁ ଥାନା ଅଧୀନ ନୂଆପଡା ଗ୍ରାମର କେ.ଶୁକ୍ରୁ ବିଲରେ ଚାଷ କରୁଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ନୂଆପଡା ସ୍ଥିତ ବି.ନୂଆପଡ଼ା ଗ୍ରାମର କେ.ଶୁକ୍ରୁ ଟ୍ରାକ୍ଟର ଯୋଗେ ଚାଷ କରୁଥିଲା ବେଳେ କୌଣସି କାରଣର ଲଙ୍ଗଳରେ ପଶି ମୃତ୍ୟୁ ହୋଇଥିଲା। ଏନେଇ ଖବର ପାଇ କେ.ନୂଆଗାଁ ଥାନାଧିକାରୀ କିଶୋର ସାମଲ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠେଇବା ସହ ଟ୍ରାକ୍ଟରକୁ ଜବତ କରିଥିଲେ। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଥରୁମରେ ସନ୍ତାନ ଜନ୍ମ ଦେଲେ ୧୬ ବର୍ଷୀୟା ଛାତ୍ରୀ: ତା’ପରେ ଯାହା ଘଟିଲା, ଜାଣିଲେ ଫାଟିଯିବ କଲିଜା

ହାଇଦ୍ରାବାଦ୍‌,୪।୩: ତେଲଙ୍ଗାନାର ନାଗରକୁର୍ଣ୍ଣୁଲ ଜିଲାରେ ସୋମବାର ଏକ ହୃଦୟବିଦାରକ ଘଟଣା ଘଟିଛି। କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ (KGBV) ରେ ଇଣ୍ଟରମିଡିଏଟ ପ୍ରଥମ ବର୍ଷରେ ପଢ଼ୁଥିବା ଜଣେ…

ଭାରସାମ୍ୟ ହରାଇ ଡ୍ରେନ୍‌ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟି ପଡ଼ିଲା ବୋଲେରୋ, ଭିତରେ ଥିଲେ…

ମୋହନା,୪ା୩(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ରାସ୍ତାକଡ଼ର ଡ୍ରେନ୍‌ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିପଡ଼ିଲା ବୋଲେରୋ। ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫ ଜଣ ବ୍ୟକ୍ତି। ସୂଚନା ପ୍ରକାରେ ଅଡ଼ବା…

ରାଞ୍ଚିରେ ମହେନ୍ଦ୍ର ସିଂ ଧୋନିଙ୍କ କାରର କଟିଲା ଚାଲାଣ, ଜାଣନ୍ତୁ କେତେ ଲାଗିଲା ଫାଇନ?

ନୂଆଦିଲ୍ଲୀ,୪।୩: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ରାଞ୍ଚିର ରାଜକୁମାର, କ୍ୟାପ୍ଟେନ କୁଲ ଭାବରେ ଜଣାଶୁଣା ମହେନ୍ଦ୍ର ସିଂ ଧୋନିଙ୍କ କାରର କଟିଲା ଚାଲାଣଣ ।…

ସାଧାରଣ ଜନତାଙ୍କ ସହ ହୋଲି ଖେଳି ଶୁଭେଚ୍ଛା ଜଣାଇଲେ ଏମ୍‌ପି-ଏମ୍‌ଏଲ୍‌ଏ

ପାଟଣା,୪ା୩(ବୀରକିଶୋର ଦାଶ): ରଙ୍ଗର ପର୍ବ ହୋଲି ଅବସରରେ ବୁଧବାର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଓ ପାଟଣା ଏମ୍‌ଏଲ୍‌ଏ ଅଖିଳ ନାଏକ ପାଟଣା ନିର୍ବାଚନ ମଣ୍ଡଳୀର ସାହାରପଡ଼ା…

ଗଞ୍ଜାମରେ ଧୂମଧାମରେ ପାଳନ ହେଲା ହୋଲି :ସାମିଲ ହେଲେ ମହିଳା

ଗଞ୍ଜାମ,୪/୩(ବିଦ୍ୟାଧର ସାହୁ ):ସମଗ୍ର ଭାରତ ବର୍ଷରେ ପବିତ୍ର ହୋଲି ପାଳନ ହେଉଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ରଙ୍ଗର ପର୍ବ ହୋଲି ଧୂମଧାମରେ ପାଳିତ ହୋଇଛି। ୱାର୍ଡ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

ରୋ-କୋଙ୍କ ପ୍ଲାନ ୨୦୨୭, ଏହି ତାରିଖରେ କରିବେ କମ୍‌ବ୍ୟାକ୍‌, ଖେଳିବେ ଏତେଟା ଓ଼୍ବାନଡେ ମ୍ୟାଚ୍‌…

ନୂଆଦିଲ୍ଲୀ,୪।୩: ୨୦୨୬ ଟି୨୦ ବିଶ୍ୱକପ ପରେ, ଭାରତୀୟ କ୍ରିକେଟ ଦଳର ଧ୍ୟାନ ସମ୍ପୂର୍ଣ୍ଣ ଭାବରେ ୫୦ ଓଭର ଫର୍ମାଟକୁ ସ୍ଥାନାନ୍ତରିତ ହେବ। ଭାରତର ଦୁଇ ବଡ଼ ତାରକା,…

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri