ପାରିବାରିକ କଳହରୁ ଘରେ ନିଆଁ ଲଗାଇଲେ

ଛତ୍ରପୁର,୧ା୧୧(ଡି.ଏନ୍‌.ଏ.): ଛତ୍ରପୁର ବିରେଶ୍ୱର ମନ୍ଦିର ନିକଟରେ ରହୁଥବା ଶଙ୍କର ବାହାଦୂର ପାରିବାରିକ କଳହରୁ ରବିବାର ରାତିରେ ନିଜ ଘରେ ନିଆଁ ଲଗାଇ ଫେରାର୍‌ ହୋଇଯାଇଛନ୍ତି। ଘର ଭାଗବଣ୍ଟାକୁ ନେଇ ଦୁଇ ଦିନ ତଳେ ଶଙ୍କର ତାଙ୍କ ମା’ ଲକ୍ଷ୍ମୀଙ୍କୁ ଗାଳିଗୁଲଜ କରିଥିଲେ । ଏହା ପରଠାରୁ ଲକ୍ଷ୍ମୀ ତାଙ୍କ ଝିଅ ଘରେ ରହୁଛନ୍ତି। ଘର ଭାଗବଣ୍ଟା ଓ ବିକ୍ରିକୁ ଶଙ୍କରଙ୍କ ସ୍ତ୍ରୀ ମଧ୍ୟ ପ୍ରତିବାଦ କରୁଥିଲେ। ରବିବାର ରାତିରେ ଶଙ୍କର ଏକ କିରୋସିନ ବ୍ୟାରେଲ ଧରି ଘରକୁ ଆସିଥିଲେ । ଭୟରେ ତାଙ୍କ ସ୍ତ୍ରୀ ନିକଟରେ ରହୁଥିବା ତାଙ୍କ ନଣନ୍ଦଙ୍କ ଘରକୁ ଚାଲିଯାଇ
ଥିଲେ । ଘଟଣା ଜାଣିବା ପରେ ଭଉଣୀ ରାତିରେ ଘରକୁ ଆସିଥିବାବେଳେ ଶଙ୍କର ନିଜ ଘରେ କିରୋସିନ୍‌ ଢାଳି ନିଆଁ ଲଗାଇଦେଇଥିଲୋ ଏ ସମ୍ପର୍କରେ ଛତ୍ରପୁର ଥାନା ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ା ଏ ସର୍ମ୍ପକରେ ଶଙ୍କରଙ୍କ ସ୍ତ୍ରୀ ଛତ୍ରପୁର ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘଟଣାସ୍ଥଳରେ ରାଜସ୍ବ ମନ୍ତ୍ରୀ, ଏମ୍‌ପି, ବିଧାୟକ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ସେହିପରି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ...

କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ଶୂନ

ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା ରଗଡ଼ିସ୍ଥିତ ସରକାରୀ ପଲିଟେକନିକର ୯୭ ଛାତ୍ରୀଛାତ୍ର ୨୦୨୦-୨୧ ବର୍ଷରେ ରାଜ୍ୟର ବିଭିନ୍ନ ଶିଳ୍ପାନୁଷ୍ଠାନରେ ନିଯୁକ୍ତି ପାଇଛନ୍ତି। କିନ୍ତୁ ଜିଲାର କଳିଙ୍ଗନଗର...

ରାବଣ ପୋଡ଼ି ଚଳିତବର୍ଷର ମୁଖ୍ୟ ଆକର୍ଷଣ

ନୂଆପଡ଼ା ଅଫିସ,୩୦।୯: ଚଳିତବର୍ଷ କରୋନା କଟକଣା ନ ଥିବାରୁ ନୂଆପଡ଼ା ଜିଲାର କୋଣଅନୁକୋଣରେ ସାରଦୀୟ ଦୁର୍ଗାପୂଜା ହର୍ଷଉଲ୍ଲାସ ସହିତ ପାଳନ କରାଯାଉଛି। ନବରାତ୍ର ପାଇଁ ଜିଲାର...

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବ୍ଲକ ଘେରାଉ

କେନ୍ଦୁଝର,୭ା୭(ସ୍ବ.ପ୍ର.): ପେଟ୍ରୋଲ, ଡିଜେଲ, ଗ୍ୟାସ ଦର ବୃଦ୍ଧି ପ୍ରତିବାଦ କଂଗ୍ରେସ ବ୍ଲକ ଘେରାଉ କରିଛି। ଏତଦ୍‌ବ୍ୟତୀତ ଧାନ ମୂଲ୍ୟ ୨୯୨୯ ଟଙ୍କା ବୃଦ୍ଧି ଓ ଧାନ...

ରାସ୍ତା ନିର୍ମାଣକୁ ନେଇ ଗୋଷ୍ଠୀସଂଘର୍ଷ: ଗାଁରେ ପୋଲିସ ମୁତୟନ

ଚାନ୍ଦବାଲି,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ରାମପଲ୍ଲୀ ଗାଁରେ ପୂର୍ବ ବିବାଦକୁ କେନ୍ଦ୍ରକରି ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୯ ଜଣ ଆହତ ହୋଇଛନ୍ତି।...

ଜବରଦଖଲକାରୀଙ୍କ କବ୍‌ଜାରେ ଗୋବରୀ ନଦୀ

ପଟ୍ଟାମୁଣ୍ଡାଇ,୨ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡିଛି। ଏହି ନଦୀ ୬୦ ଦଶନ୍ଧି ପୂର୍ବରୁ ଚିରସ୍ରୋତା ବ୍ରାହ୍ମଣୀ ନଦୀରୁ...

ଥାନାରୁ ନ୍ୟାୟ ନ ପାଇ ଏସ୍‌ପିଙ୍କୁ ଭେଟିଲେ ପୀଡ଼ିତା

ପାଣିକୋଇଲି,୧୫ା୮(ବିକାଶ କୁମାର ମଲିକ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପରିବାରର ବାପ ଓ ୩ ପୁଅ, ଝିଅ ମିଶି ପଡ଼ୋଶୀ ଦୁଇ ମହିଳାଙ୍କୁ ଅଶାଳୀନ ବ୍ୟବହାର...

ଏନ୍‌ଏଚ୍‌ରେ ୨ ଘଣ୍ଟା ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଜନବସତିମୁହାଁ ହୋଇଛନ୍ତି। ବୁଧବାର ରାତିରେ ରାସୋଳ ଅଞ୍ଚଳରେ...

Advertisement
Archives

Model This Week