Posted inଜାତୀୟ

କରୋନା ସମୟରେ ପୁଅ-ବୋହୂଙ୍କୁ ଘରେ ପୁରାଇଲେ ନାହିଁ ପରିବାର

ବଦାୟୁ,୧୦ ।୯: କରୋନା ମହାମାରୀ ଏବେ ଅଧିକାଂଶଙ୍କ ଜୀବନ ଜୀବିକା ଛଡାଇ ନେଇଛି କହିଲେ ଚଳେ । ଉତ୍ତର ପ୍ରଦେଶର ଜଣେ ଯୁବକ ଏବେ ବେରୋଜଗାର ହୋଇ ଦୁବଇରୁ ଘରକୁ ଫେରିଥିବା ବେଳେ ତାଙ୍କ ଉପରେ ପରିବାରର ରାଗ ଆହୁରି ଦାଉ ସାଧିଛି । ଉତ୍ତର ପ୍ରଦେଶ ବଦାୟୁର ମହମ୍ମଦ ନଇମୁଦ୍ଦିନ କିଛିବର୍ଷ ହେବ ଦୁବାଇରେ ଡ୍ରାଇଭର ଭାବେ କାମ କରୁଥିଲେ । ଏବେ କରୋନା ସଂକ୍ରମଣ ଯୋଗୁ ସେ ତାଙ୍କ ଜୀବିକା ହରାଇ ଘରୁକୁ ଫେରିଛନ୍ତି । ହେଲେ ଦୁବାଇ ଯିବା ପୂର୍ବରୁ ସେ ପ୍ରେମ ବିବାହ କରି ଯାଇଥିବାରୁ ଏବେ ତାଙ୍କ ପରିବାର ଲୋକେ ନଇମୁଦ୍ଦିନ ଓ ତାଙ୍କ ଗର୍ଭବତୀ ପତ୍ନୀଙ୍କୁ ଘରେ ପୁରାଇବାକୁ ଅରାଜି ହୋଇଛନ୍ତି । ତେବେ କରୋନା ପାଇଁ ନୁହେଁ ବରଂ ସେ ପ୍ରେମ ବିବାହ କରିଥିବାରୁ ତାଙ୍କ ପରିବାର ଏମିତି ପଦକ୍ଷେପ ନେଇଥିବା କହିଛନ୍ତି । ଏ ସମ୍ପର୍କରେ ନଇମୁଦ୍ଦିନ ପୋଲିସକୁ ଜଣାଇବା ପରେ ପୋଲିସ ତୁରନ୍ତ ଏହି ମାମଲାର ଯାଞ୍ଚ ଆରମ୍ଭ କରିଥିବା କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri