ନଦୀପାର ବେଳେ ଭାସିଗଲେ ପରିବା ବ୍ୟବସାୟୀ

ଆସିକା,୨୩ା୭(ଡି.ଏନ୍‌.ଏ.)- ଆସିକା ସହର ଉପକଣ୍ଠ ବଡନଦୀ ପାରି ହେଉଥିବାବେଳେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଜଣେ ପରିବା ବ୍ୟବସାୟୀ ନଦୀ ସୁଅରେ ଭାସି ଯାଇଛନ୍ତି। ସେ ହେଲେ ଆଲିପୁର ପଞ୍ଚାୟତ କରାତଳି ଗ୍ରାମର ସନ୍ନ୍ୟାସି ଜେନା (୪୫)। ସନ୍ନ୍ୟାସୀ ଆସିକାରୁ ପରିବା ବ୍ୟବସାୟ ସାରି ଚାଲିଚାଲି ନଦୀ ପାରି ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ଗ୍ରାମବାସୀ ଏନେଇ ଆସିକା ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ଖୋଜାଖୋଜି କରିଥିଲେ ମଧ୍ୟ ଖବର ଲେଖାହେବା ଯାଏ ନିଖୋଜଙ୍କ ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା ଅଗ୍ନିଶମ ଅଧିକାରୀ ସୁଶାନ୍ତ କୁମାର ରାଉଳ ସୂଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri