‘ବିଖ୍ୟାତ ବରା’ ବ୍ୟବସାୟୀଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୩।୨: ଢେଙ୍କାନାଳ ବରାକୁ ପରିଚିତ କରାଇଥିବା ଗଣେଶ ବଜାରର ପ୍ରତିଷ୍ଠିତ ବ୍ୟବସାୟୀ ସଦାଶିବ ସାହୁଙ୍କ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ସୂଚନା ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବ୍ୟବସାୟୀ, ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତା ବାସଭବନରେ ପହଞ୍ଚତ୍ ଅନ୍ତିମ ଦର୍ଶନ କରିଥିଲେ। ସଦାଶିବ ନିଜର ‘ବିଖ୍ୟାତ ବରା’ ପ୍ରତିଷ୍ଠାନ ଜରିଆରେ ଢେଙ୍କାନାଳ ବରାକୁ ପରିଚିତ କରାଇଥିଲେ। ଏଥିସହ ଗଣେଶ ବଜାର ସୌଭାଗ୍ୟଲକ୍ଷ୍ମୀ ପୂଜା ପ୍ରତିଷ୍ଠାନର ଟ୍ରଷ୍ଟ ସଦସ୍ୟ ରହି ପୂଜା ପରିଚାଳନାରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ପରଲୋକରେ ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ ଶୋକବ୍ୟକ୍ତ କରିଛନ୍ତି। ବିଧାୟକଙ୍କ ପକ୍ଷରୁ ତାଙ୍କ ପ୍ରତିନିଧି ଦେବାଶିଷ ମିଶ୍ର ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri