Posted inଜାତୀୟ

ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କ ପରଲୋକ

କୋଲକାତା,୧୪।୯: ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କର ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୮୫ ବର୍ଷ ହୋଇଥିଲା। ପଶ୍ଚିମବଙ୍ଗର ପୁରୁଲିଆ ଜିଲାର ଏହି ପୁରୁଣା ଲୋକ ନୃତ୍ୟକୁ ସାରା ବିଶ୍ୱରେ ପରଚିତ ହାସଲ କରାଇବାରେ ଧନଞ୍ଜୟଙ୍କ ବଡ ଭୂମିକା ଥିଲା। ମୃତ୍ୟୁ ବେଳକୁ ତାଙ୍କ ପାଖରେ ସ୍ତ୍ରୀ ଏବଂ ପୁଅ ଥିଲେ। ତାଙ୍କ ପୁଅ ମଧ୍ୟ ଜଣେ ଛଉ ନୃତ୍ୟଶିଳ୍ପୀ। ଧନଞ୍ଜୟ ଆକ୍ରୋଶ, ଆତ୍ମସମର୍ପଣ, ସୁଖ ଏବଂ ଦୁଃଖ ଭଳି ବିଭିନ୍ନ ଅଭିବ୍ୟକ୍ତିକୁ ମିଶାଇ ଛଉ ନୃତ୍ୟକୁ ଏକ ସମୃଦ୍ଧ ଏବଂ ଅନନ୍ୟ ନୃତ୍ୟ ଭାବରେ ପ୍ରତିଷ୍ଠା କରିଥିଲେ। ପିତା ପିଲାରାମ ମହାତୋାଙ୍କଠାରୁ ଛଉ ନୃତ୍ୟର ଶିକ୍ଷା ନେଇ ତତ୍ଲେ ଧନଞ୍ଜୟ। ସେ ୧୩ ବର୍ଷ ବୟସରେ ପାଠ ଛାଡି ଛଉ ନୃତ୍ୟ ଅଭ୍ୟାସ ଆରମ୍ଭ କରିଥିଲେ। ଦୀର୍ଘ ୭ ଦଶନ୍ଧିର ନୃତ୍ୟ କ୍ୟାରିଅରରେ ମହାତୋ ଧମସା ଏବଂ ଶାହାନାଇ ବାଦ୍ୟଯନ୍ତ୍ର ଦ୍ୱାରା ଛଉ ନୃତ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା…

ଘୋଷଣା ହେଲା ୨୦୨୭ ICC ବିଶ୍ୱକପ ତାରିଖ! ଅକ୍ଟୋବର ୪ରୁ ମହାଲଢ଼େଇ, ଜାଣନ୍ତୁ କେବେ, କେଉଁଠି ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆରେ ଆୟୋଜିତ ହେବାକୁ ଥିବା ୫୦-ଓଭର ବିଶ୍ୱକପକୁ ନେଇ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରଜ ଖୁସିକୁ ଦ୍ୱିଗୁଣିତ କଲେ ଆଇପିଓ ଆକର୍ଷ ରଞ୍ଜନ; ବାଳାଶ୍ରମ ଶିଶୁଙ୍କୁ ମଲକୁ ନେଇ ନୂଆ ପୋଷାକ କିଣାଇଲେ…

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୧୧।୬: ରଜ ପର୍ବର ଆଗମନ ସହ ଉତ୍ସବମୁଖର ପରିବେଶ ମଧ୍ୟରେ ଉତ୍କଳ ବାଳାଶ୍ରମର ଶିଶୁମାନଙ୍କ ପାଇଁ ଏକ ସ୍ମରଣୀୟ ଦିନ ସୃଷ୍ଟି କରିଛନ୍ତି ଆଇପିଓ…

ସକ୍ରିୟ ହେଲା ଅଲ ନିନୋ: ମରୁଡ଼ି, ବନ୍ୟା ,ଭୟଙ୍କର ମହାବିନାଶ! ଓଡ଼ିଶାରେ…

ଭୁବନେଶ୍ୱର, ୧୧।୬: ପ୍ରଶାନ୍ତ ମହାସାଗରରେ ‘ଅଲ ନିନୋ’ ସକ୍ରିୟ ହୋଇଯାଇଛି। ବିଶ୍ୱ ପାଣିପାଗ ସଂଗଠନ (WMO) ଏବଂ ପାଣିପାଗ ଏଜେନ୍ସିଗୁଡ଼ିକ ଅନୁଯାୟୀ, ଏହାର ପ୍ରଭାବରେ ସାରା ବିଶ୍ୱରେ…

ମମତା ବାନାର୍ଜୀଙ୍କ ପାଇଁ ଚତୁର୍ଥ ଝଟକା: ଚାରି ଦିନରେ ୪ଟି ଇସ୍ତଫା

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଦମନକାରୀ ପରାଜୟ ପରେ ତୃଣମୂଳ କଂଗ୍ରେସ ସାମ୍ନାରେ ଥିବା ସଙ୍କଟ ଆହୁରି ଘନିଭୂତ ହେଉଛି। ଦଳ ଭିତରେ ଆରମ୍ଭ…

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ଜୋର୍‌ସୋରରେ ପ୍ରସ୍ତୁତି : ୧୩ରୁ ୧୫ ତାରିଖ ଯାଏ ଚାଲିବ ଏହି ସବୁ କାର୍ଯ୍ୟକ୍ରମ

ଛତ୍ରପୁର, ୧୧।୬ (ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ଦୁଇବର୍ଷର ସଫଳ କାର୍ଯ୍ୟକାଳ ପୂର୍ତ୍ତି ଉପଲକ୍ଷେ ଗଞ୍ଜାମ ଜିଲାରେ ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତସ୍ତରରେ ପ୍ରଦର୍ଶନୀ ମେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri