ସଡ଼କ ଦୁର୍ଘଟଣାରେ ଚାଲିଗଲା ପ୍ରସିଦ୍ଧ ଗାୟକଙ୍କ ଜୀବନ

ଚଣ୍ଡିଗଡ,୩୦।୩: ସଡ଼କ ଦୁର୍ଘଟଣାରେ ପଞ୍ଜାବର ଜଣାଶୁଣା ଗାୟକ ଦିଲଜାନଙ୍କ ମୃତ୍ୟୁ ଘଟିଛି। ଅମୃତସରର ଜାଣ୍ଡିଆଲା ଗୁରୁ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୂଚନାନୁସାରେ, ୩୧ ବର୍ଷୀୟ ଦିଲଜାନ ମଙ୍ଗଳବାର ସକାଳେ ନିଜ କାରରେ ଅମୃତସରରୁ କରତାରପୁର ଯାଉଥିଲେ। ତାଙ୍କ କାର ଜାଣ୍ଡିଆଲା ଗୁରୁ ନିକଟରେ ଦୁର୍ଘଟଣା ହୋଇଥିଲା। ଫଳରେ ଦିଲଜାନଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ତାଙ୍କର ଦେହାନ୍ତ ପଞ୍ଜାବ ସଙ୍ଗୀତ ଜଗତରେ ଶୋକର ଲହରୀ ଖେଳିଯାଇଛି। ଦିଲଜାନ ଏକ ରିଆଲିଟି ଶୋ’ରୁ ଷ୍ଟାର୍‌ ପାଲଟିଥିଲେ। ସେ କରତାରପୁରର ବାସିନ୍ଦା ଥିଲେ। ତାଙ୍କର ନୂଆ ଗୀତ ତେରେ ଭର୍ଗେ ଖୁବ ଶୀଘ୍ର ରିଲିଜ ହେବାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri