ରକ୍ତ ରଞ୍ଜିତ ହେଲା ଶୁଳିଆ ପୀଠ

ଦେଓଗାଁ,୧୫।୧(କୃଷ୍ଣପ୍ରସାଦ ପାଣିଗ୍ରାହୀ):ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରା ଏବଂ କୁମୁରିଆସ୍ଥିତ ବଡ଼ଖଳା, ସାନଖଳା ଓ ନୂଆଖଳାରେ ମଙ୍ଗଳବାର ଶୁଳିଆ ଯାତ୍ରା ଆରମ୍ଭ ହୋଇଯାଇଛି। ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ ଉଭୟ ଖଳାରେ ମାନସିକଧାରୀ ପଶୁ ପକ୍ଷୀ ବଳି ଦେଇଛନ୍ତି। ଫଳରେ ଶୁଳିଆ ପୀଠ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ରକ୍ତ ରଞ୍ଜିତ ହୋଇପଡିଛି। ଏପରିକି ଶୁଳିଆ ଯାତ୍ରା ଦେଖିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତଙ୍କ ସମାଗମ ବଢିଚାଲିଛି।

ବଲାଙ୍ଗୀର ବିଧାୟକ ବିଧାୟକ ନରସିଂହ ମିଶ୍ର, ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ଏଆଇସିସି ସଦସ୍ୟ ସମରେନ୍ଦ୍ର ମିଶ୍ର, ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେର, ରୀନା ମେହେର, ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀଙ୍କ ସମେତ ନେତୃବୃନ୍ଦ ପହଞ୍ଚି ଶୁଳିଆଦେବତାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ପ୍ରଶାସନ ପକ୍ଷରୁ ଯାତ୍ରାଖଳାରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଦେଓଗାଁ ତହସିଲଦାର ଯୁଗଳ କିଶୋର ବିଶାଳ, ତୁଷୁରା ତହସିଲଦାର କର୍ଣ୍ଣ ମଲ୍ଲିକ, ପୁଇଁତଲା ଅତିରିକ୍ତ ତହସିଲଦାର ଦିଲୀପ ପାତ୍ର ଓ ଏସ୍‌ଡିପିଓ ତୋଫାନ ବାଗଙ୍କ ପ୍ରମୁଖ ଉପସ୍ଥିତ ରହିଛନ୍ତି। ଏପରିକି ଯାତ୍ରାରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଦୁଇ ପ୍ଳାଟୁନ ପୋଲିସ ଫୋର୍ସ ସମେତ ଦେଓଗାଁ, ତୁଷୁରା ପୋଲିସ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri