ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ପାଳିତ ହୋଇଛି ଶୁଲିଆ ଯାତ୍ରା । ସୋମ‌ବାର ବିଳମ୍ବିତ ରାତିରେ ନିଶିପୂଜା ହୋଇଥିଲା ।

ମଙ୍ଗଳବାର ପ୍ରାତଃରେ ଛତ୍ର ବୈରଖ ଓ ପାଟବୁଦା ଧରି ପାରମ୍ପରିକ ବାଦ୍ୟ ରୀତିନୀତି ସହ ବରୁଆ ଓ ଦେହୁରିଆମାନେ ଶୋଭାଯାତ୍ରାରେ ଶୁଳିଆ ପୀଠରେ ପହଞ୍ଚିଥିଲେ । ଶୁଳିଆ ବୁଢାଙ୍କ ପୀଠରେ ପୂଜାର୍ଜନା ପରେ ଉଭୟ ଖଳାରେ ଶତାଧ‌ିକ ସଂଖ୍ୟାରେ ପୋଡ଼, ବୋଦା, ମେଣ୍ଢା, ବୁଦା ଓ କୁକୁଡ଼ା ଆଦି ବଳି ପଡିଥିଲା। ଫଳରେ ରକ୍ତରଞ୍ଜିତ ହୋଇପଡ଼ିଥିଲା ଶୁଳିଆ ପୀଠ ।

ଶୁଲିଆ ଯାତ୍ରାରେ ମାନସଧାରି ଭକ୍ତ ସହ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି । ତେବେ ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିଶ୍ବାସ ରହିଛି ଯେ, ଏଠାରେ ଯିଏ ଭକ୍ତିରେ ଯାହା ମାଗିଛି ତାହା ପାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri