ସୋନୁ ସୁଦଙ୍କୁ ବିୟର ମାଗିଲେ ଜଣେ ବ୍ୟକ୍ତି, ଜବାବରେ ମିଳିଲା…

ବଲିଉଡ୍‌ ଅଭିନେତା ସୋନୁ ସୁଦ ତାଙ୍କର ଉଦାରତା ପାଇଁ ସାରା ଦେଶରେ ପ୍ରସିଦ୍ଧ। ସେ କରୋନାର ପ୍ରଥମ ଏବଂ ଦ୍ୱିତୀୟ ଲହରରେ ଅନେକ ଲୋକଙ୍କୁ ସାହାଯ୍ୟ କରିଥିଲେ। ଆଜି ବି ଲୋକମାନେ ସୋସିଆଲ ମିଡିଆରେ ତାଙ୍କୁ ସାହାଯ୍ୟ ମାଗନ୍ତି, ସୋନୁ ମଧ୍ୟ ସେମାନଙ୍କୁ କେବେ ମନା କରନ୍ତି ନାହିଁ। ବେଳେବେଳେ ସେ ଏପରି ଅଜବ ଅନୁରୋଧ ପାଆନ୍ତି, ଯାହାକୁ ସେ ନିଜ ଶୈଳୀରେ ଉତ୍ତର ଦିଅନ୍ତି। ଏମିତି ଏକ ଘଟଣା ନିକଟରେ ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ସୋନୁଙ୍କୁ ପଚାରିଥିଲେ, ଯିଏ ଶୀତଦିନେ କମ୍ବଳ ବଣ୍ଟନ କରନ୍ତି,ସେ ଗ୍ରୀଷ୍ମ ସମୟରେ ବିୟର ପିଆଇବେ ନାହିଁ।
ସୋନୁ ସୁଦ ମଧ୍ୟ ଏହାର ଉତ୍ତର ଏକ ମଜାଦାର ଅନ୍ଦାଜରେ ଦେଇଛନ୍ତି। ସେ ଲେଖିଛନ୍ତି, ବିୟର ସହିତ ଭୁଜିଆ ଚଳିବ। ସୋନୁଙ୍କ ଏହି ଉତ୍ତରକୁ ୟୁଜର୍ସ ପସନ୍ଦ କରୁଛନ୍ତି।
ଆଜିକାଲି ସୋନୁ ଟିଭି ଶୋ‘ ଏମଟିଭି ରୋଡିଜରେ କାମ କରୁଛନ୍ତି। ଦକ୍ଷିଣ ଆଫ୍ରିକାରେ ଶୁଟିଂ କରାଯାଉଛି। ସେ ଏହି ଶୋ’ରେ ରଣବିଜୟ ସିଂଙ୍କ ସ୍ଥାନ ନେଇଛନ୍ତି। ଗତ ୧୮ବର୍ଷ ଧରି ଏହି ଶୋ ସହିତ ରଣବିଜୟ ଜଡିତ ଥିଲେ। ସୋନୁ ସୁଦ ଖୁବ ଶୀଘ୍ର ଡକ୍ଟର ଚନ୍ଦ୍ରପ୍ରକାଶ ଦ୍ୱିବେଦୀଙ୍କ ଫିଲ୍ମ ପୃଥ୍ବୀରାଜରେ ନଜର ଆସିବେ। ୟଶ ରାଜ ଫିଲ୍ମ ଦ୍ୱାରା ନିର୍ମିତ ପୃଥ୍ବୀରାଜ ଭାରତୀୟ ରାଜା ପୃଥ୍ବୀରାଜ ଚୌହାନଙ୍କ ଜୀବନୀ ଉପରେ ଆଧାରିତ। ଏହି ଫିଲ୍ମଟି ଜୁନ ୩ରେ ହିନ୍ଦୀ, ତାମିଲ ଏବଂ ତେଲୁଗୁ ଭାଷାରେ ମୁକ୍ତିଲାଭ କରିବ।

 fan demanded chilled beer from Sonu Sood actor gave hilarious reply


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri