କଟକ ବଡ଼ ମେଡିକାଲ ଛାତରୁ ଖସିପଡ଼ିଲା ଫ୍ୟାନ୍‌: ମହିଳା ରୋଗୀ ଆହତ

କଟକ ଅଫିସ,୮।୩: ବଡ଼ ମେଡିକାଲର ସର୍ଜରୀ ୱାର୍ଡର ଛାତରୁ ସୋମବାର ଏକ ଫ୍ୟାନ୍‌ ଖସିପଡ଼ିଛି। ଫ୍ୟାନଟି ଜଣେ ମହିଳା ରୋଗୀଙ୍କ ଉପରେ ପଡ଼ିବାରୁ ସେ ଆହତ ହୋଇଛନ୍ତି । ଏହାପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି । ମହିଳା ଜଣଙ୍କ ଯାଜପୁର ଜିଲାର ବୋଲି ଜଣାପଡ଼ିଛି ।

ଗତ୪ ଦିନ ତଳେ ଉକ୍ତ ମହିଳା ନିଆଁରେ ପୋଡ଼ି ହୋଇ ଚିକିତ୍ସା ପାଇଁ ବଡ଼ ମେଡିକାଲ ଆସିଥିଲେ । ସର୍ଜରୀ ୱାର୍ଡରେ ତାଙ୍କର ଚିକିତ୍ସା ଚାଲିଥିଲା । ଏବେ ଫ୍ୟାନ ତାଙ୍କ ଉପରେ ଖସି ପଡ଼ିଲା । ତେବେ କିଭଳି ଫ୍ୟାନ ଖସି ପଡ଼ିଲା ତାହା ଜଣାପଡିନି ।


Enter your email to get our daily news in your inbox.

All Right Reserved By Dharitri.Com

ଇନରହ୍ବିଲ୍‌ କ୍ଲବ ପରିଦର୍ଶନ କଲେ ଜିଲା ଅଧ୍ୟକ୍ଷା

ଧର୍ମଶାଳା,୫।୯(ଡି.ଏନ୍‌.ଏ.)- ଜାରକା ଇନରହ୍ବିଲ୍‌ କ୍ଲବର ବିଭିନ୍ନ ଜନହିତକର କାର୍ଯ୍ୟକୁ ବୁଧବାର ଇନରହ୍ବିଲ୍‌ କ୍ଲବ ୩୨୬ ଜିଲାର ଅଧ୍ୟକ୍ଷା ଜାଗୃତି ଯୋଶୀ ପରିଦର୍ଶନ କରି ତଦାରଖ କରିଛନ୍ତି।...

ସରିଲା ପ୍ରଚାର, ଭୋଟକୁ ଅପେକ୍ଷା

ପୁରୀ ଅଫିସ,୨୮।୯: ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ମତଦାନ ହେବାକୁ ଥିବାବେଳେ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଶ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭିଡିଓ...

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: କାହିଁକି ହଷ୍ଟେଲ୍‌ ଛାଡିଲେ ୬ ଛାତ୍ରୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା କରୁଛି। ରୁଚିକାଙ୍କ ଆତ୍ମହତ୍ୟା ପରେ ୬ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି...

ସୈନିକ ସ୍କୁଲ ପ୍ରତିଷ୍ଠା, ବିଏସ୍‌ଏନ୍‌ଏଲ୍‌ ଭିତ୍ତିଭୂମି ସୁଦୃଢ଼ ଦାବି

ରସୁଲପୁର,୧୦ା୧୨(ଡି.ଏନ.ଏ.):ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ସଂସଦର ଶୀତକାଳୀନ ଅଧିବେଶନରେ ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଦୁର୍ବଳ ସେବାକୁ ନେଇ ଆପତ୍ତି ଉଠାଇଛନ୍ତି। ନିଗମ ଉନ୍ନତ...

ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୪ା୯(ବ୍ୟୁରୋ):ଅଳ୍ପ ଖର୍ଚ୍ଚରେ ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି। ଉଭୟଙ୍କୁ ଏକାସଙ୍ଗେ ହାସଲ କରିହେବ ବୋଲି ଇସ୍ପାତ କ୍ଷେତ୍ରରେ କାର୍ଯ୍ୟ...

କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ...

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏପ୍ରିଲ ୩୦ ଯାଏ ଲକ୍‌ ଡାଉନ୍‌ ସମୟସୀମା ବୃଦ୍ଧି ନେଇ କେନ୍ଦ୍ରକୁ ସୁପାରିଶ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଅବଧୀକୁ ବୃଦ୍ଧି କରାଯିବ। ଏହାକୁ ନେଇ ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ...

୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା...

Advertisement
Archives

Model This Week