କଟକ ବଡ଼ ମେଡିକାଲ ଛାତରୁ ଖସିପଡ଼ିଲା ଫ୍ୟାନ୍‌: ମହିଳା ରୋଗୀ ଆହତ

କଟକ ଅଫିସ,୮।୩: ବଡ଼ ମେଡିକାଲର ସର୍ଜରୀ ୱାର୍ଡର ଛାତରୁ ସୋମବାର ଏକ ଫ୍ୟାନ୍‌ ଖସିପଡ଼ିଛି। ଫ୍ୟାନଟି ଜଣେ ମହିଳା ରୋଗୀଙ୍କ ଉପରେ ପଡ଼ିବାରୁ ସେ ଆହତ ହୋଇଛନ୍ତି । ଏହାପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି । ମହିଳା ଜଣଙ୍କ ଯାଜପୁର ଜିଲାର ବୋଲି ଜଣାପଡ଼ିଛି ।

ଗତ୪ ଦିନ ତଳେ ଉକ୍ତ ମହିଳା ନିଆଁରେ ପୋଡ଼ି ହୋଇ ଚିକିତ୍ସା ପାଇଁ ବଡ଼ ମେଡିକାଲ ଆସିଥିଲେ । ସର୍ଜରୀ ୱାର୍ଡରେ ତାଙ୍କର ଚିକିତ୍ସା ଚାଲିଥିଲା । ଏବେ ଫ୍ୟାନ ତାଙ୍କ ଉପରେ ଖସି ପଡ଼ିଲା । ତେବେ କିଭଳି ଫ୍ୟାନ ଖସି ପଡ଼ିଲା ତାହା ଜଣାପଡିନି ।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri