ସିମ୍‌ କାର୍ଡରେ ସୋନୁ ସୁଦଙ୍କ ଫଟୋ ବନାଇଲେ ବ୍ୟକ୍ତି: ଏମିତି ମଜାଳିଆ ଉତ୍ତର ଦେଲେ ଅଭିନେତା

କରୋନା ମହାମାରୀ ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ପ୍ରବାସୀ ଶ୍ରମିକ ତଥା ଅଭାବୀ ଲୋକଙ୍କୁ ସହଯୋଗ କରି ସମସ୍ତଙ୍କ ହୃଦୟ ଜିତିପାରିଛନ୍ତି। ଲୋକେ ତାଙ୍କୁ ଯେଉଁପ୍ରକାରର ସହଯୋଗ ମାଗିଛନ୍ତି ସେ ସମସ୍ତଙ୍କୁ ସାହାଯ୍ୟ କରିଛନ୍ତି। ଏଥିପାଇଁ ଦେଶ ବାହାରେ ମଧ୍ୟ ତାଙ୍କର ଅନେକ ପ୍ରଶଂସକ ହୋଇଛନ୍ତି। ପ୍ରଶଂସକମାନେ ତାଙ୍କର ପେଣ୍ଟିଂ ତିଆରି କରି ତାଙ୍କୁ ଟ୍ବିଟରରେ ଟ୍ୟାଗ୍‌ କରୁଛନ୍ତି। ସେମିତି ଜଣେ ବ୍ୟକ୍ତି ହେଲେ ସୋମିତ। ସୋମିତ ଏକ ସିମ୍‌ କାର୍ଡରେ ସୋନୁଙ୍କ ଫଟୋ ତିଆରି କରିଛନ୍ତି। ଏହି ଫଟୋକୁ ସେ ସୋନୁଙ୍କୁ ଟ୍ୟାଗ୍‌ କରି ଲେଖିଛନ୍ତି, ସୋନୁ ସୁଦ ସାର୍‌, ଆପଣଙ୍କ ଫଟୋ ମୁଁ ସିମ୍‌ କାର୍ଡରେ ତିଆରି କରିଛି। ଆପଣଙ୍କୁ ଏହା କିପରି ଲାଗୁଛି। ଆମେ ଆପଣଙ୍କ ପାଇଁ ଗର୍ବିତ। ଏହାର ଉତ୍ତରରେ ସୋନୁ ମଜାଳିଆ ଅନ୍ଦାଜରେ ଜିଭ ଥିବା ଇମୋଜି ସହ ଲେଖିଛନ୍ତି ୧୦ ଜି ନେଟଓ୍ବର୍କ। ଏହି ଫଟୋକୁ ଲୋକେ ଖୁବ୍‌ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ…

ଫାଇନାଲରେ ସ୍ଥାନ ପକ୍କା କଲା ଏହି ଦଳ, ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହେଲେ…

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

ଭାରତୀୟ ଜାହାଜ ଉପରେ ମିଶାଇଲ ଆକ୍ରମଣ, ଶେଷରେ ସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୧।୬: ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବା ସ୍ବୀକାର କରିଛି। ଓମାନ ଉପକୂଳ ନିକଟରେ ଜଣେ ଭାରତୀୟ କର୍ମଚାରୀଙ୍କ ଦ୍ୱାରା…

ହାତୀ ଆକ୍ରମଣରେ ଯୁବକ ମୃତ ଘଟଣାରେ ଶବ ଛାଡିଲେନି ଗ୍ରାମବାସୀ, ପ୍ରଶାସନିକ ପ୍ରତିଶ୍ରୁତି ପରେ…

ରିଆମାଳ ୧୧।୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ସେକସନ ଚଢ଼େଇମରା ଗ୍ରାମ ପଞ୍ଚାୟତର ସଙ୍ଗାପଶି ଗ୍ରାମରେ ବୁଧବାର ହାତୀ ଆକ୍ରମଣରେ ସୁଶାନ୍ତ ନାୟକ ନାମକ…

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଜି ରାତିରେ ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ କରିବ କି? ଟ୍ରମ୍ପଙ୍କ ବଡ଼ ଚେତାବନୀ

ଓ୍ବାଶିଂଟନ,୧୧।୬: ଆମେରିକା ଇରାନ ଉପରେ ଆକ୍ରମଣ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଜି ରାତି, ଜୁନ ୧୧ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri