Posted inଖେଳ

ବଲ୍‌ ଚୋରି କରୁଥିଲେ ପ୍ରଶଂସକ, ଧରିଲା ପୋଲିସ: ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ,୧୪।୫: ଆଇପିଏଲ୍‌ ୨୦୨୪ ଏହାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୭୦ଟି ଲିଗ ମ୍ୟାଚ ମଧ୍ୟରୁ ୬୩ଟି ଖେଳାଯାଇଛି। ପ୍ରଶଂସକମାନେ ଏପର୍ଯ୍ୟନ୍ତ ଆଇପିଏଲକୁ ବହୁତ ଉପଭୋଗ କରିଛନ୍ତି। ଅନେକ ଲୋକ ଟିଭିରେ ଟୁର୍ନାମେଣ୍ଟ ମ୍ୟାଚ ଦେଖିଥିବାବେଳେ କିଛି ଲୋକ ମ୍ୟାଚ ଦେଖିବା ପାଇଁ ଷ୍ଟାଡିୟମରେ ମଧ୍ୟ ପହଞ୍ଚିଛନ୍ତି। ଏସବୁ ମଧ୍ୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଏଥିରେ ଜଣେ ପ୍ରଶଂସକ ବଲ ଚୋରି କରିବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳିଛି।
ଏହି ଭାଇରାଲ ଭିଡିଓରେ ଦେଖିବାକୁ ମିଳେ, କୋଲକାତା ନାଇଟ ରାଇଡର୍ସ ଜର୍ସି ପିନ୍ଧିଥିବା ଜଣେ ପ୍ରଶଂସକ ଷ୍ଟାଡିୟମ ଭିତରେ ଥିବା ବଲ ଚୋରି କରିବାକୁ ଚେଷ୍ଟା କରୁଥିଲେ। କିନ୍ତୁ ପୋଲିସ ଏହି କାର୍ଯ୍ୟ କରିବା ସମୟରେ ପ୍ରଶଂସକଙ୍କୁ ଧରିଥିଲା। ଏହାକୁ ଧରିବା ପରେ ପୋଲିସ ପ୍ରଶଂସକଙ୍କ ପ୍ୟାଣ୍ଟରୁ ବଲ ବାହାର କରି ଖେଳ ପାଇଁ ପଡ଼ିଆକୁ ଫିଙ୍ଗି ଦେଇଥିଲା। କୋଲକାତା ନାଇଟ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ଏହି ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri