Posted inଜାତୀୟ

ଫଡ଼ନାଭିସ ଜଣେ ବେକାର ମନ୍ତ୍ରୀ: ଉଦ୍ଧବ…

ମୁମ୍ବାଇ,୪।୪ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବର୍ତ୍ତମାନର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଉଦ୍ଧବ କହିଛନ୍ତି ଫଡ଼ନାଭିସ ରାଜ୍ୟର ଜଣେ ବେକାର ଗୃହମନ୍ତ୍ରୀ। ସେ ନିଜ ପଦରୁ ଇସ୍ତଫା ଦେଇଦେବା ଆବଶ୍ୟକ। ଜଣେ ଦଳୀୟ ମହିଳା କର୍ମକର୍ତ୍ତାଙ୍କ ଉପରେ ଆକ୍ରମଣ ପରେ ଉଦ୍ଧବ ଏଭଳି ମତାମତ ଦେଇଛନ୍ତି।

ଉଦ୍ଧବଙ୍କ ଏଭଳି ମନ୍ତବ୍ୟ ନେଇ ଫଡ଼ନାଭିସ କହିଛନ୍ତି ଯେ, ଆମ ଧୈର୍ଯ୍ୟର ପରୀକ୍ଷା ନିଅନ୍ତୁ ନାହିଁ। ଆମେ ଏହାର ଜବାବ ଦେବାକୁ ସକ୍ଷମ। ଆପଣଙ୍କର ହିତ ଉପଦେଶ ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri