ସଲମାନଙ୍କୁ ବିବାହ କରିବାକୁ ଏହି ଅଭିନେତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଶଂସକ

ମୁମ୍ବାଇ: ଅଭିନେତ୍ରୀ ହୁଅନ୍ତୁ କି ଅଭିନେତା। ସେମାନଙ୍କ ପ୍ରଶଂସକମାନେ ତାଙ୍କ ବ୍ୟକ୍ତିଗତ ଜୀବନ ଜାଣିବାକୁ ବହୁତ ଇଚ୍ଛା ପ୍ରକାଶ କରିଥାନ୍ତି। ଯଦି କେହି ଅବିବାହିତ ଅଛନ୍ତି, ସେ ସେମାନଙ୍କୁ ପ୍ରଶ୍ନ ପଚାରନ୍ତି ସେ କେବେ ଏବଂ କାହାକୁ ବିବାହ କରିବେ। ଏଥିସହିତ ପ୍ରଶଂସକମାନେ ସୋସିଆଲ ମିଡିଆରେ ମଧ୍ୟ ପରାମର୍ଶ ଦେଇଥାନ୍ତି। କିଛି ୟୁଜର ‘ବୀର’ ଫିଲ୍ମ ଅଭିନେତ୍ରୀ ଜରିନ ଖାନ୍‌ଙ୍କୁ ଏମିତି ପରାମର୍ଶ ଦେଇଛନ୍ତି।

ଇନଷ୍ଟାଗ୍ରାମ ଲାଇଭ୍‌ ଚାଟରେ ଜରିନ ପ୍ରଶଂସକଙ୍କ ସହ କଥାବାର୍ତ୍ତା ହେଉଥିଲେ। ଜଣେ ୟୁଜର ତାଙ୍କୁ ଭାଇଜାନ ସଲମାନ ଖାନ୍‌ଙ୍କୁ ବିବାହ କରିବାକୁ କହିଥିଲେ। ଜରିନ ତୁରନ୍ତ ଏହାର ଜବାବ ଦେଇ କହିଛନ୍ତି,
ସଲମାନଙ୍କୁ ସେ ତାଙ୍କ ଗଡ୍‌ଫାଦର ବୋଲି କହିଛନ୍ତି। ତେବେ ସେ କହିଛନ୍ତି, ଛୋଟ ଛୋଟ କାମ ପାଇଁ ସେ ତାଙ୍କ ସାହାଯ୍ୟ ନିଅନ୍ତି ନାହିଁ। ପ୍ରଶଂସକମାନେ ଜରିନ ଷ୍ଟାଇଲ୍‌କୁ ବହୁତ ପସନ୍ଦ କରନ୍ତି। ସେ ସୋସିଆଲ ମିଡିଆରେ ମଧ୍ୟ ବହୁତ ପ୍ରସିଦ୍ଧ। ସେ ସଲମାନ ଖାନଙ୍କ ସହ ଅନେକ ଗୀତରେ ଡ୍ୟାନ୍ସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?