Posted inଖେଳ

ଧୋନିଙ୍କ ସହ ଧ୍ରୁବଙ୍କୁ ତୁଳନା କରୁଛନ୍ତି ପ୍ରଶଂସକ

ରାଞ୍ଚି,୨୬।୨: ରାଞ୍ଚିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚରେ ଧ୍ରୁବ ଜୁରେଲ ଏକ ଚମତ୍କାର ଇନିଂସ ଖେଳିଥିଲେ। ସେ ୯୦ ରନ ସ୍କୋର କରି ଟିମ ଇଣ୍ଡିଆକୁ ଖରାପ ପରିସ୍ଥିତିରୁ ଉଦ୍ଧାର କରିଥିଲେ। ଟିମ ଇଣ୍ଡିଆ ଏକ ସମୟରେ ୧୧୭ରନ ପାଇଁ ୭ ୱିକେଟ ହରାଇଥିଲା। ଏହା ପରେ ଜୁରେଲ ଲୋୟର ଅର୍ଡର ବ୍ୟାଟ୍ସମ୍ୟାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ସହଭାଗୀତା ସ୍ଥାପନ କରି ଭାରତୀୟ ଦଳକୁ ସମ୍ମାନଜନକ ସ୍ଥିତିକୁ ନେଇଗଲେ।
ରାଞ୍ଚି ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୩୦୭ ରନ ସଂଗ୍ରହ କରିଥିଲା। ଏଠାରେ ଜୁରେଲ ସବୁଠୁ ବଡ଼ ଇନିଂସ ଖେଳିଥିଲେ। ସେ ୧୪୯ ବଲରେ ୯୦ ରନ ସଂଗ୍ରହ କରି ୬ ଚୌକା ଓ ୪ ଛକା ମାରିଥିଲେ। ଯଦିଓ ସେ ଏକ ଶତକ ସ୍କୋର କରିବାକୁ ମିସ କରିଥିଲେ। ଟମ ହାର୍ଟଲି ତାଙ୍କୁ ବୋଲ୍ଡ କରିଥିଲେ।
ଜୁରେଲଙ୍କ ଏହି ଇନିଂସ ପରେ କ୍ରିକେଟ ବିଶେଷଜ୍ଞଙ୍କ ଠାରୁ ଆରମ୍ଭ କରି କ୍ରିକେଟ ପ୍ରେମୀ ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ପ୍ରଶଂସା କରୁଛନ୍ତି। କେହି କେହି ତାଙ୍କ ଇନିଂସରେ ଅଭିବାଦନ ନେଉଥିବା ବେଳେ ଅନ୍ୟମାନେ ତାଙ୍କୁ ପରବର୍ତ୍ତୀ ଧୋନି ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ପ୍ରଶଂସକଙ୍କ ନିଜର ଲାମ୍ବୋର୍ଗିନୀ ଦେଇଦେଲେ ରୋହିତ ଶର୍ମା, ଜାଣନ୍ତୁ କାରଣ

ମୁମ୍ବାଇ,୧୯ା୫: ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ଖେଳାଳି ରୋହିତ ଶର୍ମା ଏକ ହୃଦୟସ୍ପର୍ଶୀ ଅଙ୍ଗଭଙ୍ଗୀରେ ସମସ୍ତଙ୍କ ମନ ଜିଣିଛନ୍ତି। ସେ...

୧୦୨୧ ଦିନ ପରେ ଟିମ୍ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ, କେଏଲ ରାହୁଲଙ୍କ ହେବ ମେଗା ରିଟର୍ଣ୍ଣ! ଆଇପିଏଲ ୨୦୨୫ ମଝିରେ ଆସିଲା ବଡ଼ ଅପଡେଟ

ମୁମ୍ବାଇ,୧୯ା୫: ଆଇପିଏଲ ୨୦୨୫ ଶେଷ ହେବା ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତ କରିବାକୁ ଅଛି। ଏହାପରେ ଅଗଷ୍ଟ ମାସରେ ଟିମ୍ ଇଣ୍ଡିଆ ହ୍ୱାଇଟ ବଲ...

୭୦ ବର୍ଷ ବୟସ୍କ ଅଭିନେତାଙ୍କ ସହ ଅଭିନେତ୍ରୀଙ୍କ ଅନ୍ତରଙ୍ଗ ଦୃଶ୍ୟ ଭାଇରାଲ୍, ରାଗିଗଲେ ଲୋକେ

ମୁମ୍ବାଇ: ତାମିଲ ସିନେମାର ଦିଗଜ ଅଭିନେତା ତଥା ନିର୍ମାତା କମଲ ହାସନଙ୍କ ଆଗାମୀ ଚଳଚ୍ଚିତ୍ର ଥଗ୍ ଲାଇଫରେ ଅଭିନୟ କରୁଥିବା ଅନ୍ତରଙ୍ଗ ଦୃଶ୍ୟଗୁଡ଼ିକ ସୋସିଆଲ ମିଡ଼ିଆରେ...

କାର୍‌-ବାଇକ୍‌ ଧକ୍କା: ୨ ଯୁବକଙ୍କ ମୃତ୍ୟୁ

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଚିଚୈଗୁଡା ଛକଠାରେ ସୋମବାର ସାରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ନର୍ସିଂହୋମରେ ପ୍ରସୂତି, ନବ ଜାତକଙ୍କ ମୃତ୍ୟୁଘଟଣା: ଅଭିଯୁକ୍ତା ମହିଳା ସ୍ବାସ୍ଥ୍ୟକର୍ମୀ ଗଲେ ଜେଲ୍‌

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ...

ପାକିସ୍ତାନ ପରେ ଏବେ ବାଂଲାଦେଶକୁ ଲୁଟୁଛି ଚାଇନା! ଡ୍ରାଗନ ଆଗରେ ଅସହାୟ ଯୁନୁସ ସରକାର

ନୂଆଦିଲ୍ଲୀ,୧୯ା୫: ଏକପଟେ ଚାଇନା ବାଂଲାଦେଶର ଅର୍ଥନୀତିରେ ଗଭୀର ଭାବେ ପ୍ରବେଶ କରୁଛି, ଅନ୍ୟପଟେ ବାଂଲାଦେଶର ଘରୋଇ ବଜାର ଚାଇନା ସାମଗ୍ରୀରେ ପରିପୂର୍ଣ୍ଣ ହୋଇପଡ଼ିଛି। ସାମ୍ପ୍ରତିକ ତଥ୍ୟ...

ଗ୍ରିଲ ଭାଙ୍ଗି ନେଇଥିଲେ ୧୪ ଭରି ସୁନା, ଏବେ..

ଦିଗପହଣ୍ଡି,୧୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘର ମଧ୍ୟରୁ ପ୍ରାୟ ୧୪...

ଘରେ ଛାଡ଼ିଦେବେ କହି ଯୁବତୀଙ୍କୁ ଅଟୋରେ ନେଇଗଲେ: ୭ ଦିନ ଭଡ଼ାଘରେ ରଖି କଲେ ଗଣ ବଳାତ୍କାର, ପରେ…

ବାଲିଗୁଡ଼ା,୧୯ା୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଛି। ଯୁବତୀଙ୍କୁ ଅଟୋରେ ଘରକୁ ଛାଡ଼ି ଦେବାକୁ କହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri