ବମ୍ପର ରୋଜଗାର ପରେ ଶସ୍ତା ହେଲା ‘ପଠାନ’ ଟିକେଟ୍‌

ମୁମ୍ବାଇ: ସୁପରଷ୍ଟାର ଶାହାରୁଖ ଖାନଙ୍କ ଫିଲ୍ମ ‘ପଠାନ’ କେବଳ ଭାରତରେ ନୁହେଁ ବିଦେଶରେ ମଧ୍ୟ ଏହାର କ୍ରେଜ୍‌ ରହିଛି। ତେବେ ଶାହରୁଖଙ୍କ ‘ପଠାନ’ ବର୍ତ୍ତମାନ ପର୍ଯ୍ୟନ୍ତ ସାରା ବିଶ୍ୱରେ ୯୬୪ କୋଟି ଟଙ୍କା ସଂଗ୍ରହ କରିଛି ଏବଂ ୧୦୦୦ କୋଟି କ୍ଲବରେ ସାମିଲ ହେବାକୁ ଆଉ ଅଳ୍ପ ଦୂର ରହିଛି। ଏଥିସହିତ ଭାରତୀୟ ବକ୍ସ ଅଫିସରେ ‘ପଠାନ’ ୫୦୦ କୋଟି ଅତିକ୍ରମ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ‘ପଠାନ’କୁ ନେଇ ଦର୍ଶକଙ୍କ ଠାରୁ ମିଳିଥିବା ଭଲପାଇବା ଦେଖି ନିର୍ମାତା ଏକ ନିଷ୍ପତ୍ତି ନେଇଛନ୍ତି। ନିର୍ମାତା ଫେବୃୟାରୀ ୧୭ରେ ‘ପଠାନ’ର ଟିକେଟ୍‌କୁ ଶସ୍ତା କରିଦେଇଛନ୍ତି। ବାଣିଜ୍ୟ ବିଶ୍ଳେଷକ ତାରନ ଆଦର୍ଶ ଟୁଇଟ୍‌ରେ ଫେବୃୟାରୀ ୧୭ରେ‘ପଠାନ’ର ଟିକେଟ ମୂଲ୍ୟ ହ୍ରାସ ବିଷୟରେ ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ ଲେଖିଛନ୍ତି, ‘ପଠାନ’ ୫୦୦ କୋଟି ଅତିକ୍ରମ କରିବା ପରେ ଓ୍ବାଇଆର୍‌ଏଫ୍‌ ପଠାନ ଦିବସ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି। ପିଭିଆର୍‌, ଆଇନକ୍ସ, ସିନେପଲିସ୍‌ରେ ଟିକେଟ୍‌ ମୂଲ୍ୟ ୧୦୦ ଟଙ୍କା ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri