ଦର୍ଶକଙ୍କୁ ପସନ୍ଦ ଆସିଲାନି ଦିଶାଙ୍କ ନୂଆ ଲୁକ୍‌

ମୁମ୍ବାଇ: ନିଜର ବୋଲ୍ଡ ଅନ୍ଦାଜକୁ ନେଇ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି ବଲିଉଡ୍ ନାୟିକା ଦିଶା ପାଟନି । ନିକଟରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଦର୍ଶକେ କିନ୍ତୁ ତାଙ୍କୁ ନାପସନ୍ଦ କରିଛନ୍ତି । ୨୬ ନଭେମ୍ବରରେ ରିଲିଜ ହୋଇଛି ଆୟୁଷ ଶର୍ମା ଓ ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ ‘ଅନ୍ତିମ: ଦ ଫାଇନାଲ ଟ୍ରୁଥ‘ । ଏହି ଫିଲ୍ମର ସ୍କ୍ରିନିଂ ସମୟରେ ବହୁ କଳାକାର ଏକାଠି ହୋଇଥିବା ବେଳେ ସଲମାନଙ୍କ ଅଭିନୀତ ‘ରାଧେ’ ଫିଲ୍ମର ସହ କଳାକାର ଦିଶା ପାଟନି ବି ପହଞ୍ଚିଥିଲେ । ସେଠାକୁ ସେ ୟୋଲୋ କଲର ଟପ୍ ସାଙ୍ଗକୁ ଲାଇଟ ବ୍ଲୁ କଲର ଜିନ୍ସ ପିନ୍ଧି ପହଞ୍ଚିଥିଲେ । ଏହି ସମୟରେ ସେ ଫଟୋଗ୍ରାଫରଙ୍କୁ ପୋଜ୍ ଦେଇଥିଲେ । ଏବେ ଏହାର କିଛି ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ହେଲେ ଏଥିରେ ଦିଶାଙ୍କ ଲୁକ୍ସ ଦର୍ଶକଙ୍କୁ ଆଦୌ ପସନ୍ଦ ହୋଇନାହିଁ । ଏଥର ଦିଶା ପ୍ଲାଷ୍ଟିକ ସର୍ଜରୀ କରି ତାଙ୍କ ନାକକୁ ଆଉଟିକେ ମୋଟା ଓ ଲମ୍ବା କରିଛନ୍ତି ବୋଲି ଆଲୋଚନା ହେଉଛି । ଯାହ ଫଳରେ ସେ ଟିକେ ଭିନ୍ନ ଦେଖାଯାଉଛନ୍ତି । କେହି କେହି ୟୁଜର୍ସ ତାଙ୍କୁ ଏହି ଲୁକରେ ଜିରାଫ ଭଳି ଦେଖାଯାଉଛନ୍ତି ବୋଲି କହି ଟ୍ରୋଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri