Posted inଖେଳ

ଏହି ଚର୍ଚ୍ଚିତ କ୍ରିକେଟର୍‌ଙ୍କ ଗୋଟିଏ ଟୁଇଟ୍‌ ଦେଖି ଉତ୍ତର ଖୋଜୁଛନ୍ତି ଦର୍ଶକ

ଆଫଗାନିସ୍ତାନର ଷ୍ଟାର ବୋଲର ରଶିଦ ଖାନ ସୋସିଆଲ ମିଡିଆରେ ନିଜର ଏକ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଚିନ୍ତାରେ ପକାଇଦେଇଛନ୍ତି। ରଶିଦ ଏକ ଦର୍ପଣ ଆଗରେ ସେଲଫି ଉଠାଇଥିଲେ। ତାଙ୍କ ପଛରେ ଥିବା ଦର୍ପଣ ଯୋଗୁ ତାଙ୍କର ଅନେକ ପ୍ରତିଫଳନ ଦେଖାଯାଉଛି। ଫଟୋ ଶେୟାର କରି ଏହି ଷ୍ଟାର ବୋଲର କହିଛନ୍ତି ଯେ ରଶିଦଙ୍କଠାରୁ ଆଗରେ ଦୁଇ ଅଛନ୍ତି, ରଶିଦଙ୍କ ପଛରେ ଦୁଇଜଣ ରଶିଦ ଅଛନ୍ତି, ତେବେ ସର୍ବମୋଟ କେତେ ରଶିଦ କହିଛନ୍ତି। ଏହି ପଜଲ ଉପରେ ପ୍ରଶଂସକମାନେ ଉତ୍ତର ଦେଇ କହିଛନ୍ତି ଯେ ସମୁଦାୟ ୫ ଜଣ ରଶିଦ ଏବଂ ଜଣେ ରଶିଦଙ୍କୁ ଭାରତୀୟ କ୍ରିକେଟର କରାଯାଉ। ଏଥିସହିତ ଜଣେ ପ୍ରଶଂସକ କହିଛନ୍ତି ଯେ କଳ୍ପନା କରନ୍ତୁ ଯେ ଗୋଟିଏ ଦଳରେ ଏତେ ସଂଖ୍ୟକ ରଶିଦ ରହିବେ ତେବେ..। ଅନ୍ୟ ଜଣେ ପ୍ରଶଂସକ କହିଛନ୍ତି ଯେ ଯଦି ଏହା ଘଟେ ତେବେ ୨୦ ଓଭର ରଶିଦ ବୋଲିଂ କରିବେ ଏବଂ ବିପକ୍ଷ ଦଳର ସ୍କୋର ସର୍ବାଧିକ ୮୦ହେବ। ଏଥିସହିତ ଜଣେ ପ୍ରଶଂସକ କହିଛନ୍ତି ଯେ ୪ଟି ରଶିଦଙ୍କର ଆବଶ୍ୟକତା ନାହିଁ, ଜଣେ ଖାନ ସମସ୍ତଙ୍କ ଉପରେ ଭାରୀ ପଡିବ। ଆଇପିଏଲର ଏହି ସିଜନରେ ରଶିଦ ଖାନଙ୍କ ପ୍ରଦର୍ଶନ ବିଷୟରେ କହିବାକୁ ଗଲେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ସେ ଏହି ସିଜନରେ ୧୬ଟି ମ୍ୟାଚରେ ୩୪୪ ରନ ଦେଇ ୨୦ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri