ଦର୍ଶକଙ୍କୁ ପସନ୍ଦ ଆସିଲା ଅକ୍ଷୟ-ଇମ୍ରାନଙ୍କ ଫିଲ୍ମର ଟ୍ରେଲର

ମୁମ୍ବାଇ: ଅକ୍ଷୟ କୁମାର ଓ ଇମ୍ରାନ ହାସମୀଙ୍କ ଷ୍ଟାରର ମୁଭି ‘ସେଲ୍ଫି’ର ଧମାକାଦାର ଟ୍ରେଲର ଶେଷରେ ରିଲିଜ୍ ହୋଇଛି । ଟ୍ରେଲରକୁ ଦର୍ଶକଙ୍କ ଜବରଦସ୍ତ ରେସନ୍ସ ମିଳିଥିବା ଦେଖାଯାଇଛି । ଟ୍ରେଲର ରିଲିଜ୍ ପରେ ପରେ ଦର୍ଶକଙ୍କ କମେଣ୍ଟର ବନ୍ୟା ଲାଗିଯାଇଛି । ଦୀର୍ଘ ଦିନ ପରେ କୌଣସି ବଲଉଡ ମୁଭିର ଟ୍ରେଲରକୁ ଦର୍ଶକେ ଏତେ ପରିମାଣରେ ଭଲ ପାଇବା ଦେଇଥିବା ଦେଖାଯାଇଛି ।

ଫିଲ୍ମର ଟ୍ରେଲର ରିଲିଜ୍ ହେବା ପରେ ଦର୍ଶକେ ସୋସିଆଲ ମିଡିଆରେ ସେମାନଙ୍କ ରାୟ ଦେବା ଆରମ୍ଭ କରି ଦେଇଛନ୍ତି । କେତେଜଣ ୟୁଜର୍ସ ଏହାକୁ ଏବେଠାରୁ ହିଟ୍ ମୁଭି ବୋଲି ବି କହିଲେଣି । ସେଲ୍ଫିର ଟ୍ରେଲର ଦେଖି ଦର୍ଶକେ ଏହାକୁ ବ୍ଲକବୁଷ୍ଟର ବୋଲି କହିଲେଣି । ଅକ୍ଷୟ କୁମାର, ଇମ୍ରାନ ହାସମି, ନୁସରତ ଭରୁଚା ଓ ଡାଏନା ପେଣ୍ଟି ଷ୍ଟାରର ମୁଭି ସେଲ୍ଫିର ନିର୍ଦ୍ଦେଶନା ଦେଇଛନ୍ତି ରାଜ ମେହେଟା । ଏହି ମୁଭିର ଟ୍ରେଲର ଉପରେ କମେଣ୍ଟ କରି ଫ୍ୟାନ୍ସ କହିଛନ୍ତି ୟେ ଶାନଦାର ହୈ । ଜଣେ ୟୁଜର୍ସ ଲେଖିଛନ୍ତି ୟେ ସେଲ୍ଫି ୨୦୦ କୋଟିର । କମାଲ ବବାଲ ହାହାକାର । ଅନ୍ୟଜଣେ ଇଣ୍ଟରନେଟ ୟୁଜର କମେଣ୍ଟ କରି କହିଛନ୍ତି, ଖିଲାଡି ଲୌଟ ଆୟା । ଆକ୍ସନ ପ୍ଲସ କମେଡି ।
ସୂଚନାଯୋଗ୍ୟ, ମୁଭି ସେଲ୍ଫି ମ୍ୟୁଜିକ, ଡ୍ରାମା, ଡ୍ୟାନ୍ସ ସମ୍ପୂର୍ଣ୍ଣ ମସ୍ତି । ଇମ୍ରାନ ହାସମି ପୁଣିଥରେ ପୋଲିସ ଅବତାରରେ.. ଓ ମେ ଖିଲାଡି ତୁ ଅନାଡିର ବ୍ୟାକଗ୍ରାଉଣ୍ଡ ମ୍ୟୁଜିକ ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?