ବିରାଟ କୋହଲିଙ୍କୁ ଗାଳି ଦେଲେ ଫ୍ୟାନ୍‌, ଜାଣନ୍ତୁ କାହିଁକ

ସୁପରଷ୍ଟାର୍‌ ଅମିତାଭ ବଚ୍ଚନ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ତାଙ୍କ ଆରୋଗ୍ୟ କାମନା କରି ଦେଶର ବିଭିନ୍ନ ଯାଗାରେ ପୂଜାର୍ଚ୍ଚନା ଚାଲିଛି। ବଲିଉଡ୍‌ର ଅନେକ କଳାକାର, ରାଜନେତା, କ୍ରିକେଟର ଏବଂ ତାଙ୍କ ଫ୍ୟାନ୍‌ମାନେ ମଧ୍ୟ ସୁସ୍ଥତା କାମନା କରିଛନ୍ତି। ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଅମିତାଭ ବଚ୍ଚନଙ୍କ ଅନେକ ଫ୍ୟାନ୍‌ ରହିଛନ୍ତି। ପାକିସ୍ତାନ କ୍ରିକେଟର ସୋଏବ୍‌ ଅଖତର ଏବଂ ଶାହିଦ୍‌ ଆଫ୍ରିଦ୍‌ ମଧ୍ୟ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରି ଟୁଇଟ୍‌ କରିଛନ୍ତି। ପାକିସ୍ତାନର କ୍ରିକେଟରମାନେ ଅମିତାଭଙ୍କ ପାଇଁ ଟୁଇଟ୍‌ କରୁଥିବାବେଳେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଚୁପ୍‌ ଅଛନ୍ତି। ଏସବୁ ଭିତରେ ଜଣେ ଫ୍ୟାନ୍‌ ଟୁଇଟରରେ କହିଛନ୍ତି କୋହଲି ସୋଏବ୍‌ ଅଖତରଙ୍କଠାରୁ କିଛି ଶିଖିବା ଉଚିତ୍‌। ଏବେ ଏହି ଟୁଇଟ୍‌ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଅମିତାଭ ବଚ୍ଚନ ଏବଂ ପୁଅ ଅଭିଷେକ ଶନିବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାର ଦିନକ ପରେ ଅମିତାଭଙ୍କ ବୋହୂ ଐଶ୍ଚର୍ଯ୍ୟା  ଏବଂ ନାତୁଣୀ ଆରାଧ୍ୟା  ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ସାମ୍ନାରେ ଅଭିନେତ୍ରୀଙ୍କୁ ପିଟୁଥିଲେ ସ୍ବାମୀ

ବମ୍ବେ: ଅଭିନୟ ସହ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଛୋଟ ପରଦାର ହିଟ୍‌ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ। ଭୋଜପୁରୀ ସମେତ ବଲିଉଡ୍‌ ଫିଲ୍ମରେ କାମ...

ପ୍ରୋ କବାଡ଼ି ଲିଗ୍‌: ଷ୍ଟିଲର୍ସ, ପଲ୍‌ଟନ ବିଜୟୀ

ପୁନେ, ୧୫।୯ (ପି.ଟି.)- ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ରେ ଶନିବାର ଅନୁଷ୍ଠିତ ୨ଟି ମ୍ୟାଚ୍‌ରେ ହରିୟାଣା ଷ୍ଟିଲର୍ସ ଓ ପୁନେରୀ ପଲ୍‌ଟନ ବିଜୟୀ ହୋଇଛନ୍ତି। ଶ୍ରୀ...

ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ରୋଚ୍‌ ଆଗ୍ରହୀ

ଲଣ୍ଡନ, ୨୯ା୫ (ଏଏଫ୍‌ପି)-କରୋନାଭାଇରସ୍‌ ଆଶଙ୍କା ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ ଦଳ ସହ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ମୋର ଆଗ୍ରହ ରହିଛି ବୋଲି କହିଛନ୍ତି ଫାଷ୍ଟ ବୋଲର...

କେବଳ ଭଲ ଅଭିନେତ୍ରୀ ନୁହନ୍ତି, ଭଲ ଭଉଣୀ ମଧ୍ୟ

‘ବାଘାଯତୀନ ଲୋକନାଟ୍ୟ’ର ଲୋକପ୍ରିୟ ନାଟକ ଅରୁଣ ନାୟକଙ୍କ ରଚିତ ତଥା ମହେଶ ହାଜରାଙ୍କ ନିର୍ଦ୍ଦେଶିତ ‘ମୃତ୍ୟୁଦଣ୍ଡ’ ତଥା ‘ତୋ ନଁାକୁ ମୋ ନଁାରେ ଦେଇଛି ଯୋଡ଼ି’...

ଇଣ୍ଡିଆନ ସୁପର ଲିଗ୍‌: ଗୋଆକୁ ପ୍ଲେ ଅଫ୍‌ ଟିକେଟ, ହାଇଦ୍ରାବାଦ୍‌ ଆଉଟ୍‌

ମାର୍ଗାଓ,୧।୩: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଚଳିତ ସେସନରେ ଏଫ୍‌ସି ଗୋଆ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। ଅନ୍ୟପଟେ ହାଇଦ୍ରାବାଦ୍‌ ଏଫ୍‌ସିକୁ ଟୁର୍ନାମେଣ୍ଟରୁ ବିଦାୟ ନେବାକୁ...

ଓ୍ବାଦେ, ମାର୍ଶଙ୍କୁ ଡକାରା

ମାଞ୍ଚେଷ୍ଟର,୭।୭(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବାଦେ ଓ ମିଚେଲ ମାର୍ଶଙ୍କୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରେ ଯୋଗଦେବାକୁ ଡାକରା ଦିଆଯାଇଛି। ଏମାନେ ଅଷ୍ଟ୍ରେଲିଆ ଦଳର ଉସ୍ମାନ ଖ୍ବାଜା...

ଇଣ୍ଡିଆନ୍‌ ସୁପର ଲିଗ୍‌: ଲଞ୍ଚ୍‌ ହେଲା ରାଜ୍ୟର ନିଜ କ୍ଲବ୍‌ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୧।୯(ସ୍ପୋଟର୍‌ସ ବ୍ୟୁରୋ)- ହାଇପ୍ରୋଫାଇଲ ଫୁଟବଲ ଲିଗ୍‌ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଥର ନିଜର କ୍ଲବ୍‌ ଖେଳାଇବ। ଫଳରେ ରାଜ୍ୟର ଫୁଟବଲ ପ୍ରଶଂସକଙ୍କ ପାଇଁ...

ଯେତେବେଳେ ହ୍ରିତିକ୍‌ ରୋଶନଙ୍କୁ ଶ୍ରୀଦେବୀ ପଚାରିଥିଲେ ତାଙ୍କ ନାମ, ମିଳିଥିଲା ଏମିତି ଉତ୍ତର

୧୯୮୬ରେ ମୁକ୍ତିଲାଭ କରିଥିଲା ବଲିଉଡ୍‌ ଫିଲ୍ମ ‘ଭଗବାନ ଦାଦା’। ଏଥିରେ ପ୍ରମୁଖ ଚରିତ୍ରରେ ଶ୍ରୀଦେବୀ, ରଜନୀକାନ୍ତ ଏବଂ ରାକେଶ ରୋଶନ ଅଭିନୟ କରିଥିଲେ। ହ୍ରିତିକ ରୋଶନଙ୍କୁ...

Advertisement


Archives

Model This Week

Why Dharitri