ସୋସିଆଲ ମିଡିଆରେ ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ପଠାଇଲେ ପ୍ରଶଂସକ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଣ ଠାକୁର ଦର୍ଶକଙ୍କୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ତାଙ୍କ ଅଭିନୟକୁ ମଧ୍ୟ ଦର୍ଶକ ବେଶ୍‌ ପସନ୍ଦ କରନ୍ତି। ଅଭିନେତ୍ରୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ଅନେକ ସମୟରେ ଫଟୋ ଏବଂ ଭିଡିଓ ଶେୟାର କରନ୍ତି। ନିକଟରେ ଅଭିନେତ୍ରୀ ଇନଷ୍ଟା ଆକାଉଣ୍ଟରେ ଶ୍ଲୋ ମୋଶନର ଏକ ଭିଡିଓ ପୋଷ୍ଟ କରିଥିଲେ। ଏହି କ୍ଲିପ୍‌ରେ ଅଭିନେତ୍ରୀ ନିଜର ଅଳଙ୍କାର ପ୍ରଦର୍ଶନ କରୁଥିବା ଅନେକ ପୋଜ ଦେଇଥିଲେ। ଅନେକ ସେଲିବ୍ରିଟି ଏବଂ ପ୍ରଶଂସକ ଏହି ଭିଡିଓ ଉପରେ ମନ୍ତବ୍ୟ ଦେଉଛନ୍ତି। ସୋନି ରଜଦାନ ଏବଂ ଇଶା ଗୁପ୍ତା ମଧ୍ୟ ଏହି ଅଭିନେତ୍ରୀଙ୍କ ଭିଡିଓ ଉପରେ ମନ୍ତବ୍ୟ ଦେଇଛନ୍ତି। ଏହି ସମୟରେ ଜଣେ ପ୍ରଶଂସକ ଲେଖିଛନ୍ତି ଯେ ମେରି ତରଫ ସେ ରିସ୍ତା ପକ୍କା। ପ୍ରଶଂସକଙ୍କ ଏହି ମଜାଳିଆ ମନ୍ତବ୍ୟର ଉତ୍ତର ଦେଇ ଅଭିନେତ୍ରୀ ଲେଖିଛନ୍ତି, ମେରି ତରଫ ସେ ନା ହୈ।

କହିରଖୁଛୁ ଯେ, ଅଭିନେତ୍ରୀ ମୃଣାଣଙ୍କୁ ଶେଷ ଥର ପାଇଁ ଦୁଲୁକର ସଲମାନ ବିପକ୍ଷରେ ତେଲୁଗୁ ଚଳଚ୍ଚିତ୍ର ‘ସୀତା ରାମମ’ରେ ଦେଖିବାକୁ ମିଳିଥିଲା। ଏଥିସହ ଅକ୍ଷୟ କୁମାରଙ୍କ ସହ ‘ସେଲଫି’ରେ ଦେଖିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରଟି ଫେବୃୟାରୀ ୨୪ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri