ସ୍ମାର୍ଟସିଟିର ବାସ୍ତବ ଚିତ୍ରରୁ ବହୁ ଦୂରରେ ରାଜଧାନୀ:ଭାଜପା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ମୋଦି ସରକାର ସ୍ମାର୍ଟ ସିଟି ତାଲିକାରେ ଭୁବନେଶ୍ୱରକୁ ଅନ୍ତର୍ଭୁକ୍ତ କରିବା ସହ ପର୍ଯ୍ୟାପ୍ତ ପରିମାଣର ଅନୁଦାନ ପ୍ରଦାନ କରିଛନ୍ତି ା ରାଜଧାନୀ ଭୁବନେଶ୍ୱର ଦେଶର ୧ ନମ୍ବର ସ୍ମାର୍ଟ ସିଟି ହେବ ବୋଲି ପ୍ରଚାର ସର୍ବସ୍ବ ରାଜ୍ୟ ସରକାର ଘୋଷଣା କରିଥିଲେ ା ବର୍ତ୍ତମାନ ମଧ୍ୟ ସ୍ମାର୍ଟ ସିଟିର ବାସ୍ତବ ଚିତ୍ରରୁ ବହୁ ଦୂରରେ ରାଜଧାନୀ ରହିଯାଇଛି ା
ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ପରିତାପର ବିଷୟ ବୋଲି ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି କହିଛନ୍ତି ା ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ‘ଆମେ କହୁନୁ, କହୁଛି ଗଣମାଧ୍ୟମ’ ଶୀର୍ଷକ ଏକ ପୁସ୍ତକକୁ ସମୀର ଉନ୍ମୋଚନ କରିଛନ୍ତି ା
ରାଜଧାନୀବାସୀଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରକୁ ନେଇ ଏହି ପୁସ୍ତକ ପ୍ରକାଶିତ ହୋଇଛି ା ବିଶେଷ ଭାବେ ରାସ୍ତାଘାଟ, ଡ୍ରେନେଜ ଅବ୍ୟବସ୍ଥା, ଅସରାଏ ବର୍ଷା ହେଲେ ରାଜଧାନୀରେ କୃତ୍ରିମ ବନ୍ୟା ସୃଷ୍ଟି ହେବା, ଡେଙ୍ଗୁ ରୋଗ ସମସ୍ୟା ଆଦି ବିଭିନ୍ନ ପ୍ରସଙ୍ଗକୁ ଆଧାରକରି ବିଭିନ୍ନ ସମୟରେ ଗଣମାଧ୍ୟମରେ ପ୍ରକାଶିତ ହୋଇଥିବା ତଥ୍ୟକୁ ନେଇଏହି ପୁସ୍ତକ ପ୍ରସ୍ତୁତ କରାଯାଇଛି ବୋଲି ଜିଲା ସଭାପତି ବାବୁ ସିଂ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri