Posted inଖେଳ

ଏକ ଘଣ୍ଟା ଦୌଡ଼ରେ ଫରାହଙ୍କ ବିଶ୍ୱ ରେକର୍ଡ

ବ୍ରସେଲ୍ସ, ୫।୯: ଚାରି ଥରର ଅଲିମ୍ପିକ ଚାମ୍ପିୟନ ବ୍ରିଟେନ ଧାବକ ମୋ ଫରାହ୍‌ ଓ ନେଦରଲାଣ୍ଡ୍ସର ଧାବିକା ସିଫାନ ହାସାନ ଏକ ଘଣ୍ଟା ଦୌଡ଼ରେ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। କରୋନା ମହାମାରୀ ଯୋଗୁ ବିନା ଦର୍ଶକରେ ବେଲ୍‌ଜିୟମର ରାଜଧାନୀ ବ୍ରସେଲ୍ସରେ ଆୟୋଜିତ ଭାନ୍‌ ଡାମ୍‌ ମିଟିଂ ମେମୋରିଆଲ ପ୍ରତିଯୋଗିତାରେ ଉଭୟ ଫରାହ୍‌ ଓ ସିଫାନ ଯଥାକ୍ରମେ ପୁରୁଷ ଓ ମହିଳା ଏକ ଘଣ୍ଟା ଦୌଡ଼ରେ ବିଶ୍ୱ ରେକର୍ଡ କରିଛନ୍ତି।


ଏକ ଘଣ୍ଟା ଦୌଡ଼ରେ ଫରାହ୍‌ ୨୧.୩୩୦ କିଲୋମିଟର ଦୌଡ଼ି ଥିଲେ। ଏହି ଅବସରରେ ସେ ହେଲେ ଗେବ୍ରସେଲାସିଙ୍କ ନାମରେ ଥିବା ରେକର୍ଡକୁ ଭାଙ୍ଗିଛନ୍ତି। ୧୩ ବର୍ଷ ତଳେ ଗେବ୍ରସେଲାସି ଏକ ଘଣ୍ଟାରେ ୨୧.୨୮୫ କିମି ଦୌଡ଼ି ବିଶ୍ୱ ରେକର୍ଡର ଅଧିକାରୀ ରହିଥିଲେ। ସେହିଭଳି ମହିଳା ଏକ ଘଣ୍ଟା ଦୌଡ଼ରେ ସିଫାନ ୧୮.୯୧୭ କିମି ଦୌଡ଼ିଥିଲେ। ୨୦୦୮ରେ ଇଥିଓପିଆର ଡିରେ ଟୁନେ (୧୮.୫୧୭)ଙ୍କ ନାମରେ ଥିବା ରେକର୍ଡକୁ ସିଫାନ ଏହି ଅବସରରେ ଭାଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟ୍‌ ଇତିହାସରେ ଏମିତି ରେକର୍ଡ: ୮୪ ବର୍ଷ ପରେ ବି ଭାଙ୍ଗିନି

ଆଜି ଅର୍ଥାତ୍‌ ୨୩ ଅଗଷ୍ଟ ଟେଷ୍ଟ କ୍ରିକେଟ ଇତିହାସରେ ଏକ ବିଶେଷ ଦିନ। ୧୯୩୮ ମସିହାରେ ଏହି ଦିନ ଇଂଲଣ୍ଡ ପ୍ରଥମ ଥର ପାଇଁ ଏକ...

ବୋଲ୍ଟ ମୋର ଦୁର୍ବଳତା ଜାଣନ୍ତି, ଜାଣି ନ ପାରି ଫସିଗଲି

ନୂଆଦିଲ୍ଲୀ,୧୮।୧୧: ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଟି୨୦ ଟିମ୍‌ ବୁଧବାର ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍‌ରେ ରୋହିତ ବିସ୍ଫୋରକ...

ଏହି କ୍ରିକେଟର୍‌ କରିଥିଲେ ଏମିତି ରେକର୍ଡ ଯାହା ଆଜିପର୍ଯ୍ୟନ୍ତ ଭାଙ୍ଗିପାରିନାହାନ୍ତି ୨୬୦୮ ଖେଳାଳି

ପାକିସ୍ତାନର ଅଲରାଉଣ୍ଡର ତଥା ପୂର୍ବତନ କ୍ରିକେଟର ସହିଦ ଆଫ୍ରିଦି ଆଜି ତାଙ୍କର ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ପାକିସ୍ତାନର ଜଣେ ପ୍ରସିଦ୍ଧ ଖେଳାଳି ଭାବେ...

ଆଜି ଭାରତ-ଜିମ୍ବାଓ୍ବେ ତୃତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ହରାରେ,୨୨।୮: ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଖେଳାଯିବ। ଭାରତ ପୂର୍ବରୁ ସିରିଜ୍‌ ଜିତିସାରିଥିବାବେଳେ...

ପ୍ରଣୟ ନମ୍ବର ଓ୍ବାନ୍‌

କୁଆଲାଲାମ୍ପୁର, ୯ା୯ (ପି.ଟି) : ଭାରତୀୟ ଷ୍ଟାର ସଟଲର ଏଚ୍‌ ଏସ୍‌ ପ୍ରଣୟ ବିଶ୍ୱ ମାନ୍ୟତାର ଏକ ନମ୍ବର ସ୍ଥାନ ଅଳଙ୍କୃତ କରିଛନ୍ତି। ପୁରୁଷ ସିଙ୍ଗଲ୍ସ...

ଆର୍‌ଆର୍‌ ବିଜୟୀ…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ବିପକ୍ଷରେ  ବିଜୟ ହାସଲ କରିଛି ।  ଧାର୍ଯ୍ୟ...

ମଦ, ତମାଖୁ ବିଜ୍ଞାପନ କରିବେ ନାହିଁ ଅଷ୍ଟ୍ରେଲିଆ ଖେଳାଳି

ସିଡନୀ,୨୩।୨: ଆଇପିଏଲ ୧୪ତମ ସିଜନ ଆରମ୍ଭ ପୂର୍ବରୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏମ) ଏକ ବଡ଼ ନିଷ୍ପତ୍ତି ନେଇଛି। ଆଇପିଏଲ୍‌ର ପରବର୍ତ୍ତୀ ସିଜିନ୍‌ରେ ଅଷ୍ଟ୍ରେଲୀୟ ଖେଳାଳିମାନେ ଜୁଆ,...

ଫାଇନାଲରେ ଝାଡ଼ଖଣ୍ଡ-ଅରୁଣାଚଳପ୍ରଦେଶ

କଟକ ଅଫିସ,୧୯ା୬- ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟ୍‌ବଲ ଚାମ୍ପିୟନଶିପର ଫାଇନାଲ ଝାଡ଼ଖଣ୍ଡ ଓ ଅରୁଣାଚଳପ୍ରଦେଶ ମଧ୍ୟରେ...

Advertisement
Archives

Model This Week