Posted inଫୁରସତ

କାନ୍ଧରେ ଟେକନ୍ତି ହେଲିକପ୍ଟର

ଅଷ୍ଟ୍ରିଆର ଫରାଞ୍ଜ ମୁଲେନର୍‌ ବେଶ୍‌ ଶକ୍ତିଶାଳୀ। ସାଧାରଣତଃ କେହି ବ୍ୟକ୍ତି କାନ୍ଧରେ ନିଜ ଓଜନଠାରୁ ଦେଢଗୁଣ ପର୍ଯ୍ୟନ୍ତ ଭାର ଟେକି ପାରିବେ। ହେଲେ ଶକ୍ତିଶାଳୀ ଫରାଞ୍ଜ ୬୫୦ କି.ଗ୍ରା. ଓଜନର ହେଲିକପ୍ଟରକୁ ନିଜ କାନ୍ଧରେ ଟେକିପାରନ୍ତି। ୩୦ ସେକେଣ୍ଡ ପର୍ଯ୍ୟନ୍ତ ଫରାଞ୍ଜ କାନ୍ଧରେ ହେଲିକପ୍ଟର ଉଠାଇ ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଏହାକୁ ଟେକିବା ସମୟରେ ଷ୍ଟିଲର ଏକ ଓଜନିଆ ଫ୍ରେମ ସହ ହେଲିକପ୍ଟରରେ ଦୁଇଜଣ ବ୍ୟକ୍ତି ମଧ୍ୟ ଥିଲେ। ସେ ଯେଉଁ ମେଟାଲ ଫ୍ରେମ୍‌ ଟେକନ୍ତି ତା’ ଉପରେ ହେଲିକପ୍ଟର ଧୀରେ ଧୀରେ ଲାଣ୍ଡ କରିଥାଏ। ତା’ପରେ ଫରାଞ୍ଜ ସେହି ମେଟାଲ ଫ୍ରେମ୍‌ ସହ ହେଲିକପ୍ଟରକୁ ଟେକନ୍ତି। ଆଗାମୀ ଦିନରେ ସେ ୧୧୦୦ କି.ଗ୍ରା. ଓଜନର ଜିନିଷ ଟେକିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ୍‌ରୁ ତିଆରି ହେଲା ସୁନା: ଏବେ ପ୍ଲାଷ୍ଟିକ୍‌ ବର୍ଜ୍ୟର ଆଉ ରହିବ ନାହିଁ ଭୟ !

ଲଣ୍ଡନ,୧୩।୧: ପରିବେଶକୁ ଅଧିକ ପ୍ରଦୂଷିତ କରୁଥିବା ପ୍ଲାଷ୍ଟିକରୁ ଏବେ ସୁନା ତିଆରି ସମ୍ଭବ। ସୁଇଜରଲାଣ୍ଡର ବୈଜ୍ଞାନିକ ପ୍ରଥମ ଥର ପାଇଁ ପ୍ଲାଷ୍ଟିକ୍‌ରୁ ସୁନା ତିଆରି କରିବାକୁ...

ପ୍ରେମିକାଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ହୀରା ମୁଦି ଆଣିଥିଲେ ପ୍ରେମିକ, ତଥାପି ଗାଳି କରି ମୁହଁ ଫେରାଇ ଚାଲିଗଲେ

ବ୍ରିଟେନରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ନିର୍ବନ୍ଧ କରିବାକୁ ୧୪୦୦୦ ପାଉଣ୍ଡ ଅର୍ଥାତ୍‌ ୧୫ ଲକ୍ଷ ଟଙ୍କାର ଏକ ହୀରା ମୁଦି ଆଣିଥିଲେ। ମାତ୍ର...

ଏଲିଅନ୍‌ ଆତଙ୍କ: ଆମେରିକା ନୌବାହିନୀ ଯୁଦ୍ଧପୋତ ଉପରେ ଉଡ଼ିବୁଲିଲା ୧୪ ୟୁଏଫ୍‌ଓ…

ଓ୍ବାଶିଂଟନ,୩୦।୫: ଏଲିଅନ୍‌ଙ୍କୁ ନେଇ ଆମେରିକାର ଡେଲି ମେଲ୍‌ ଡଟ୍‌ କମ୍‌ରେ ଫିଲ୍ମ ମେକର ଜେରେମି କୋରଓ୍ବେଲଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ୪୬ ସେକେଣ୍ଡର ଏକ ଭିଡ଼ିଓ...

୭.୫ ଲକ୍ଷ ଟଙ୍କାର ଅଙ୍ଗୁରପେନ୍ଥା

କୁହାଯାଏ ଖାଇ ନ ପାରିଲେ ଅଙ୍ଗୁର ଖଟା। ଏହି ଅଙ୍ଗୁର କ୍ଷେତ୍ରରେ ଠିକ୍‌ ସେମିତି କିଛି କୁହାଯାଇପାରେ। ଏହି ଅଙ୍ଗୁର ଦାନାର ଆକାର ଏକ ଛୋଟିଆ...

ଗିନିଜ୍‌ ବୁକ୍‌ ରେକର୍ଡରେ ଦାନ୍ତ

ବର୍ଲିନ: ଥରେ ଭାବି ଦେଖନ୍ତୁ ତ, ଜଣେ ସୁସ୍ଥସବଳ ମିଣିଷର ଦାନ୍ତର ଲମ୍ବ କେତେ ହୋଇପାରେ? ଚିକିତ୍ସା ବିଜ୍ଞାନ ଅନୁଯାୟୀ ଦାନ୍ତର ହାରାହାରି ଲମ୍ବା ମାଢ଼ିଠାରୁ...

ଓଡ଼ିଆ ସଂଗୀତ ଜଗତର ଉଜ୍ଜ୍ୱଳ ତାରକା ସୁବାସ

୧୯୬୦ ମସିହା ମେ ୧୯ ତାରିଖରେ ଭଦ୍ରକ ଜିଲା ଅଧୀନ ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଗଉଡ଼ୁଣୀପୋଖରୀ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ସୁବାସ ଦାଶ। ତାଙ୍କ...

ନୀତା ଅମ୍ବାନୀଙ୍କୁ ଉପହାର ମିଳିଥିଲା ବିଳାସପୂର୍ଣ୍ଣ ଜେଟ

ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପତ୍ନୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମାଲିକାଣୀ ନୀତା ଅମ୍ବାନି ନିଜ ବିଳାସପୂର୍ଣ୍ଣ ଲାଇଫ ଷ୍ଟାଇଲ ପାଇଁ ବେଶ...

ପ୍ରାଣୀଙ୍କ ମିନି ରେଷ୍ଟୁରାଣ୍ଟ

ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଥିବାରୁ ରାଜରାସ୍ତା ଉପରେ ବେଶ୍‌ ଆରାମରେ ବୁଲୁଛନ୍ତି ବିଭିନ୍ନ ଜୀବ। ରାସ୍ତା ଉପରେ ସେମାନଙ୍କୁ ହଇରାଣ କରିବା...

Advertisement


Archives

Model This Week