Posted inଜାତୀୟ

ମାଡ୍ରାସ୍‌ ରେଜିମେଣ୍ଟାଲ ସେଣ୍ଟରରେ ଶେଷ ବିଦାୟ…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ ଷ୍ଟାଫ୍‌(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ସମେତ ୧୧ ଜଣ ଅଧିକାରୀ ଶହୀଦ୍‌ ହୋଇଛନ୍ତି। ରାଓ୍ବତଙ୍କ ସ୍ତ୍ରୀ ମଧୁଲିକା ରାଓ୍ବତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି ଘଟଣାରେ ସମଗ୍ର ଦେଶ ସ୍ତବ୍ଧ ହୋଇଯାଇଛି। ସମସ୍ତେ ଶହୀଦ୍‌ଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି।

ସିଡିଏସ୍‌ ଜେନେରାଲ ବିପିନ ରାୱତ ଏବଂ ତାଙ୍କ ୍‌ସ୍ତ୍ରୀଙ୍କ ମୃତଦେହକୁ ମାଡ୍ରାସ୍‌ ରେଜିମେଣ୍ଟାଲ ସେଣ୍ଟରରେ ରଖା ଯାଇଛି। ଏଠାରେ ତାଙ୍କୁ ସାମରିକ ସମ୍ମାନ ସହିତ ଅନ୍ତିମ ବିଦାୟ ଦିଆଯାଇଛି। ଏହା ପରେ ସେମାନଙ୍କୁ ବାୟୁସେନା ବିମାନ ଦ୍ୱାରା ଦିଲ୍ଲୀ ଅଣାଯିବ।

ସିଡିଏସ ଜେନେରାଲ ବିପିନ ରାୱତ ଏଠାରେ ଅଧ୍ୟୟନ କରିଥିଲେ। ଏହା ପୃଥିବୀର ପ୍ରଥମ ଜଏଣ୍ଟ ଫୋର୍ସ ସର୍ଭିସ କଲେଜ। ଏଠାରେ, ପ୍ରାୟ ୫୫୦ ସେନା ଅଧିକାରୀ ଅଧ୍ୟୟନ ସମୟରେ ଭବିଷ୍ୟତର ଆହ୍ବାନର ମୁକାବିଲା ପାଇଁ ତାଲିମ ପାଇଥାନ୍ତି। ଏଠାରେ ପ୍ରାୟ ୫୦ ଅଧିକାରୀ ଅନ୍ୟ ଦେଶରୁ ଆସ ଅଧ୍ୟୟନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri