ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ

ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି ମଲ୍ଲିକଙ୍କ ନିଷ୍ଠାପର, କାର୍ଯ୍ୟଦକ୍ଷତା ଓ କର୍ତ୍ତବ୍ୟ ପରାୟଣତା କେହି ଭୁଲି ପାରିବେ ନାହିଁ ବୋଲି ବ୍ଲକ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ କୁହାଯାଇଛି।  ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ଜଣେ ଦକ୍ଷ, ନିଷ୍ଠାପର ଓ ମେଳାପୀ ବ୍ୟକ୍ତି ଥିଲେ ବୋଲି ବକ୍ତାମାନେ କହିଥିଲେ। ସହକାରୀ ଯନ୍ତ୍ରୀ ଓ ଜିପିଇଓଙ୍କ ଜନହିତକର କାର୍ଯ୍ୟକୁ ସହଯୋଗୀ ଓ ଜନସାଧାରଣ ମନେ ରଖିବେ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ବିଡିଓ ମନୋଜ କୁମାର ଦେବତା, ବ୍ଲକ ଅଧ୍ୟକ୍ଷ ସୁଷମା ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ଅସିତ କୁମାର ସେଠୀଙ୍କ ସମେତ ବ୍ଲକର କର୍ମଚାରୀ ଓ ନିର୍ବାଚିତ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ବିଡିଓ ମନୋଜ କୁମାର ଦେବତା ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ଉଭୟଙ୍କୁ ସମ୍ବର୍ଦ୍ଧିତ କରି ସେମାନଙ୍କ ଆଗାମୀ ଭବିଷ୍ୟତ କୁସମିତ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri