ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ

ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି ମଲ୍ଲିକଙ୍କ ନିଷ୍ଠାପର, କାର୍ଯ୍ୟଦକ୍ଷତା ଓ କର୍ତ୍ତବ୍ୟ ପରାୟଣତା କେହି ଭୁଲି ପାରିବେ ନାହିଁ ବୋଲି ବ୍ଲକ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ କୁହାଯାଇଛି।  ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ଜଣେ ଦକ୍ଷ, ନିଷ୍ଠାପର ଓ ମେଳାପୀ ବ୍ୟକ୍ତି ଥିଲେ ବୋଲି ବକ୍ତାମାନେ କହିଥିଲେ। ସହକାରୀ ଯନ୍ତ୍ରୀ ଓ ଜିପିଇଓଙ୍କ ଜନହିତକର କାର୍ଯ୍ୟକୁ ସହଯୋଗୀ ଓ ଜନସାଧାରଣ ମନେ ରଖିବେ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ବିଡିଓ ମନୋଜ କୁମାର ଦେବତା, ବ୍ଲକ ଅଧ୍ୟକ୍ଷ ସୁଷମା ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ଅସିତ କୁମାର ସେଠୀଙ୍କ ସମେତ ବ୍ଲକର କର୍ମଚାରୀ ଓ ନିର୍ବାଚିତ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ବିଡିଓ ମନୋଜ କୁମାର ଦେବତା ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ଉଭୟଙ୍କୁ ସମ୍ବର୍ଦ୍ଧିତ କରି ସେମାନଙ୍କ ଆଗାମୀ ଭବିଷ୍ୟତ କୁସମିତ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri