Posted inଜାତୀୟ

ବିଦାୟ ସମ୍ବର୍ଦ୍ଧନାରେ ଭାବବିହ୍ବଳ ହେଲେ ଜଷ୍ଟିସ୍‌ ଲଲିତ

ନୂଆଦିଲ୍ଲୀ,୭।୧୧: ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଉଦୟ ଉମେଶ ଲଲିତଙ୍କୁ ସୋମବାର ସୁପ୍ରିମକୋର୍ଟ ପରିସରରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ସେ ସୁପ୍ରିମକୋର୍ଟରେ ବିତାଇଥିବା ୩୭ ବର୍ଷର ସ୍ମୃତିକୁ ମନେପକାଇ ଭାବବିହ୍ବଳ ହୋଇଯାଇଥିଲେ। ଜଣେ ଆଇନଜୀବୀ ଓ ବିଚାରପତି ଭାବେ ସେ ତାଙ୍କ କାର୍ଯ୍ୟକୁ ଉପଭୋଗ କରିଥିବା କହିଛନ୍ତି। ମଙ୍ଗଳବାର ସିଜେଆଇ ଲଲିତ ଅବସର ନେବେ। ବିଦାୟ ସମ୍ବର୍ଦ୍ଧନା ଉତ୍ସବରେ ତାଙ୍କ ଉତ୍ତରାଧିକାରୀ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ବେଲା ଏମ୍‌. ତ୍ରିବେଦୀ ପ୍ରମୁଖ ଉପସ୍ଥିତ ଥିଲେ। ୭୪ ଦିନ କାର୍ଯ୍ୟକାଳ ମଧ୍ୟରେ ଜଷ୍ଟିସ୍‌ ଲଲିତ ନ୍ୟାୟିକ ବ୍ୟବସ୍ଥାରେ ଆଣିଥିବା ସଂସ୍କାର କାର୍ଯ୍ୟ ଜାରି ରହିବ ବୋଲି ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ଗୁରୁବାର ସକାଳୁ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri