Posted inଜାତୀୟ

ବିଦାୟ ନେଲେ କୋବିନ୍ଦ…

ନୂଆଦିଲ୍ଲୀ, ୨୩।୭ : ସଂସଦ ଗୃହର ସେଣ୍ଟ୍ରାଲ ହଲରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ବିଦାୟ ଦିଆଯାଇଛି। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ,, ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସମେତ ବହୁ କେନ୍ଦ୍ର ମନ୍ତ୍ରୀ ଏବଂ ରାଜ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ବିଦାୟୀ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଉଭୟ ରାଜ୍ୟ ସଭା ଓ ଲୋକ ସଭା ଏମ୍‌ପି ମାନେ ମିଳିତ ଭାବେ ବିଦାୟ ଦେଇଛନ୍ତି।

ବିଦାୟ ଭାଷଣରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ କହିଛନ୍ତି ଯେ ଆଜି ଯେତେବେଳେ ମୁଁ ଆପଣମାନଙ୍କଠାରୁ ବିଦାୟ ନେଉଛି, ମୋର ହୃଦୟରେ ଅନେକ ପୁରୁଣା ସ୍ମୃତି ଉଙ୍କି ମାରୁଛି। ଏହି କମ୍ପ୍ଲେକ୍ସରେ ଯାହା ସେଣ୍ଟ୍ରାଲ ହଲ ଭାବରେ ଜଣାଶୁଣା , ବର୍ଷ ବର୍ଷ ଧରି ଅନେକ ଏମ୍‌ ପିଙ୍କ ବହୁ ସ୍ମରଣୀୟ ମୁହୂର୍ତ୍ତ ବିତାଇଛନ୍ତି। ପାଞ୍ଚ ବର୍ଷ ପୂର୍ବେ ମୁଁ ଏହି ସ୍ଥାନରେ ଶପଥ ଗ୍ରହଣ କରିଥିଲି। ତୁମେମାନେ ମୋ ହୃଦୟରେ ଏକ ବିଶେଷ ସ୍ଥାନ ପାଇଛ।

ଉପସ୍ଥିତ ଥିବା ସମସ୍ତ ଏମ୍‌ପି ଏବଂ ମନ୍ତ୍ରୀମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଆପଣ ସମସ୍ତଙ୍କ ପାଇଁ ଗର୍ବର ବିଷୟ ଯେ ଆପଣ ଭାରତର ଲୋକଙ୍କର ନିର୍ବାଚିତ ପ୍ରତିନିଧୀ ଅଟନ୍ତି। ସେ କହିଛନ୍ତି ଯେ ମୋର ସମସ୍ତ ପୂର୍ବତନ ରାଷ୍ଟ୍ରପତି ମୋ ପାଇଁ ପ୍ରେରଣାର ସ୍ରୋତ ପାଇଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri